ସାଧାରଣତନ୍ତ୍ର ଦିବସରେ ଝରୀଗାଁ ଡିଗ୍ରୀ କଲେଜ ୟୁଥ ରେଡ଼କ୍ରସର ରକ୍ତଦାନ ଶିବିର
77 ତମ ସାଧାରତନ୍ତ୍ର ଦିବସ ଅବସରରେ ଝରୀଗାଁ ଡିଗ୍ରୀକଲେଜ କର୍ତୃପକ୍ଷଙ୍କ ପ୍ରୟାସ କ୍ରମେ, ଡିଗ୍ରୀ କଲେଜ ୟୁଥ ରେଡ଼କ୍ରସ ତରଫରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା | ଝରୀଗାଁ ଶିକ୍ଷକ ସଙ୍ଘ, ବୁଦ୍ଧିଜୀବୀ ଏବଂ ଗଣମାଧ୍ୟମ ଙ୍କ ସହଯୋଗରେ ଅପରାହ୍ନ ଦୁଇଘଣ୍ଟା ସୁଦ୍ଧା ପାଖାପାଖି 54 ୟୁନିଟ…
Read More...
Read More...