ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
ସୁବର୍ଣ୍ଣପୁର: ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲପାଳ (ରାଜସ୍ବ ) ଶ୍ରୀଯୁକ୍ତ ସୂର୍ୟ୍ୟନାରାୟଣ ଦାଶ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ହେମନ୍ତ କୁମାର ପାଢ଼ୀ…
Read More...
Read More...