ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ
କାମାକ୍ଷାନଗର ଠାରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି l ସାରଙ୍ଗଧର ଷ୍ଟାଡିୟମ ପ୍ରେକ୍ଷାଳୟ ରେ ଆୟୋଜିତ ଏହି ଉପଖଣ୍ଡ ସ୍ତରୀୟ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ କାମାକ୍ଷାନଗର ବିଧାୟକ ଶତ୍ରୁଘ୍ନ ଜେନା ଯୋଗ ଦେଇଥିଲେ l ଅନ୍ୟ ଅତିଥି ଭାବେ କାମାକ୍ଷାନଗର ଉପଜିଲ୍ଲାପାଳ…
Read More...
Read More...