ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ନେତୃତ୍ୱରେ ବନ୍ଧୁମିଳନ କାର୍ଯ୍ୟକ୍ରମ
କଙ୍କଡାହାଡ଼ : କଙ୍କଡାହାଡ଼ ବ୍ଲକ ରେ ଆଜି କଙ୍କଡାହାଡ଼ ଗ୍ରାମ ଠାରେ ବରିଷ୍ଟ ବିଜେଡ଼ି ନେତା ପୁର୍ବତନ ବ୍ଲକ ଅଧ୍ୟକ୍ଷ କାର୍ତିକ ସାହୁଙ୍କ ନେତୃତ୍ୱରେ ବିଜେଡି ଦଳର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଥିଲା । ବନ୍ଧୁମିଳନ କାର୍ଯ୍ୟକ୍ରମ ର ନେତୃତ୍ୱ ନେଇଥିଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷ…
Read More...
Read More...