ଆଜିଠାରୁ ଧର୍ମମାସ କାର୍ତ୍ତିକ ବ୍ରତ ଆରମ୍ଭ, ଚଳଚଞ୍ଚଳ ଶ୍ରୀକ୍ଷେତ୍ର
ପୁରୀ: ଆଜିଠୁ ଆରମ୍ଭ କାର୍ତ୍ତିକ ବ୍ରତ। ଧର୍ମମାସରେ ଚଳଚଞ୍ଚଳ ହୋଇ ଉଠିଛି ଶ୍ରୀକ୍ଷେତ୍ର। ଧର୍ମ ମାସରେ ପୁଣ୍ୟ ଅର୍ଜନ କରିବାକୁ ପୁରୀରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ପାଇଁ ଆଜିଠୁ କେବଳ ସିଂହଦ୍ୱାର ଓ ପଶ୍ଚିମ ଦ୍ୱାର ଦେଇ ଶ୍ରଦ୍ଧାଳୁଙ୍କୁ ପ୍ରବେଶ ଅନୁମତି…
Read More...
Read More...