ଆଜିଠାରୁ ଆରମ୍ଭ ଖଣ୍ଡଗିରି ଯାତ୍ରା ମହାକୁମ୍ଭ, ଅଶ୍ଳୀଳ ନୃତ୍ୟକୁ ସମ୍ପୂର୍ଣ୍ଣ ମନା
ଭୁବନେଶ୍ୱର: ଆଜିଠାରୁ ରାଜଧାନୀ ଭୁବନେଶ୍ୱରର ପ୍ରସିଦ୍ଧ ଖଣ୍ଡଗିରି ଯାତ୍ରା ମହାକୁମ୍ଭ ଆରମ୍ଭ ହୋଇଛି। ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ ସମ୍ପୂର୍ଣ୍ଣ ଭାବେ ନିଷେଧ କରାଯାଇଛି। ନିୟମ ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି।…
Read More...
Read More...