Browsing Tag

khordha

ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ

ଖୋର୍ଦ୍ଧା : ଆଜି ପୂର୍ବାହ୍ନରେ ବାଣପୁର ବ୍ଲକ କାର୍ୟ୍ୟାଳୟ ପରିସରରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରରେ ଖୋର୍ଦ୍ଧା ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଅତିରିକ୍ତ ଏସପି ସୁରେନ୍ଦ୍ର ନାଥ ମୁର୍ମୁ , ଅତିରିକ୍ତ ଜିଲ୍ଲାପାଳ…
Read More...

ବସବାଗୁଲି ପାହାଡ଼ର ପଥର ଫଟାଇବା ନିଲାମକୁ ବିରୋଧ କଲେ ଗ୍ରାମବାସୀ

ଖୋର୍ଦ୍ଧା : ବାଣପୁର ବ୍ଲକ ଅଧିନସ୍ଥ କୁଲେଇ ଗ୍ରାମପଞ୍ଚାୟତର ନୀଳକଣ୍ଠପୁର ମୌଜାରେ ଅଛି ବସବାଗୁଲି ପାହାଡ଼। ସରକାରଙ୍କ ନିର୍ଦ୍ଦେଶ ମୁତାବକ ଉକ୍ତ ପାହାଡ଼ରୁ ପଥର ନେବାପାଇଁ ଜନୈକ ନିଲାମଧାରୀ ଲିଜ ଗ୍ରହଣ କରିଛନ୍ତି । ପଥର ଫଟାଇବା ପରେ ସ୍ଥାନୀୟ ଅଧିବାସୀ ଉକ୍ତ ନୀଲାମକୁ ବିରୋଧ କରିଛନ୍ତି ।…
Read More...

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ସଚିବଙ୍କ ଖୋର୍ଦ୍ଧା ଜିଲ୍ଲାରେ ସମୀକ୍ଷା ବୈଠକ

ଖୋର୍ଦ୍ଧା : ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ସଚିବ ଅଶ୍ଵଥି ଏସ୍. ଖୋର୍ଦ୍ଧା ଜିଲ୍ଲା ଗସ୍ତରେ ଆସି ବୁଧବାର ଜିଲ୍ଲାପାଳଙ୍କ କାର୍ଯ୍ୟ।ଳୟରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ । ପ୍ରଥମେ ଜିଲ୍ଲାପାଳ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଏବଂ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ…
Read More...

ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ଘୋଷ ଅଭ୍ୟାସବର୍ଗ ଉଦଯାପିତ

ଖୋର୍ଦ୍ଧା : ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ଆର.ଏସ.ଏସ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର, ଚିଲିକା, ରଣପୁର ଓ ଟାଙ୍ଗୀ ଖଣ୍ଡ ର ଦୁଇ ଦିନ ବ୍ୟାପି ଘୋଷ ଅଭ୍ୟାସବର୍ଗ ଆଜି ଉଦଯାପିତ ହୋଇଯାଇଛି । ଉଦଯାପନୀ ଦିବସରେ ଶତାଧିକ ସ୍ୱୟଂସେବକଙ୍କ ଦ୍ୱାରା ଏକ ପଥ ସଂଚଳନ ସ୍ଥାନୀୟ ଶିଶୁମନ୍ଦିର ଠାରୁ…
Read More...

ପ୍ରକାଶ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଂଟ ଅନୁଷ୍ଠିତ

ଖୋର୍ଦ୍ଧା : ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକର ନରେନ୍ଦ୍ରପୁର ଗ୍ରାମ ଠାରେ ପ୍ରକାଶ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଂଟ ଅନୁଷ୍ଠିତ ହୋଇଅଛି । କ୍ରୀଡ଼ା କ୍ଷେତ୍ରରେ ଓଡିଶା ନିଜର ସ୍ୱନ୍ତ୍ରତ ପରିଚୟ ସୃଷ୍ଟି କରୁଥିବା ବେଳେ ଏହା ତୃଣମୂଳ ସ୍ତରରେ ବହୁତ ଉତ୍ସହର ସହିତ ଯୁବକ ମାନେ କ୍ରୀଡା…
Read More...

ଭିଜିଲାନ୍ସ ପଞ୍ଝାରେ ବେଗୁନିଆ ତହସିଲଦାର

ଖୋର୍ଦ୍ଧା : ଲାଞ୍ଚ ନେବାବେଳେ ରାଜ୍ୟ ଭିଜିଲାନ୍ସ ହାତରେ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ତହସିଲଦାର ପୃଥ୍ୱୀରାଜ ମଣ୍ଡଳ ଧରାପଡ଼ିଛନ୍ତି । ତାଙ୍କ ନିକଟରୁ ନଗଦ ୪୫ହଜାର ଲାଞ୍ଚ ଟଙ୍କା ଜବତ କରାଯାଇଛି । ତାଙ୍କ ନାଁରେ ଭିଜିଲାନ୍ସ ପକ୍ଷରୁ ଏକ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଜାରି ରହିଛି ।…
Read More...

ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

ଖୋର୍ଦ୍ଧା /( ଚାଣକ୍ୟ ମିଶ୍ର ) : ବାଣପୁର ପଞ୍ଚାୟତ ସମିତି ଆନୁକୂଲ୍ୟରେ ଆଜି ବ୍ଲକ ପରିସରରେ ଜିଲ୍ଲା ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ଵାରା ଏକ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ସମାଜରେ ଏପରି ଅନେକ ଭିନ୍ନକ୍ଷମ ଅଛନ୍ତି, ଯେଉଁମାନେ…
Read More...

ଭିଜିଲାନ୍ସ ପଞ୍ଝାରେ ଆରଆଇ ଦେବଦତ୍ତ ବିଶ୍ୱାଳ

ଖୋର୍ଦ୍ଧା : ଭିଜିଲାନ୍ସ ପଞ୍ଝାରେ ଆରଆଇ । ଏ ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ବାଲିଅନ୍ତାରେ । ଆରଆଇଙ୍କ ନାଁ ହେଲା ଦେବଦତ୍ତ ବିଶ୍ୱାଳ । ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ୪୭ଜଣ ଡେସିମିଲ ଜମିକୁ ଭାଇମାନଙ୍କ ମଧ୍ୟରେ ଭାଗ କରାଇଦେବାକୁ କହି ୨୦ହଜାର ଲାଂଚ ନେଉଥିଲେ…
Read More...

ସିନେମା ସୁଟିଂ ନାଁରେ ଯୁବତୀ ଦୁଷ୍କର୍ମ ଘଟଣା: ଅଭିଯୁକ୍ତ ଖୋର୍ଦ୍ଧାରୁ ଗିରଫ

ଭୁୁବନେଶ୍ୱର(ସରୋଜ ରାଉତ): ସିନେମା ସୁଟିଂ ନାଁରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ଏପରି ଅଭିଯୋଗ ପରେ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ ।ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଡିସିପି ଉମାଶଙ୍କର ଦାସ । ଖବର ଅନୁଯାୟୀ, ଗତ ମାର୍ଚ୍ଚ୪ ତାରିଖ ଦିନ ରାତିରେ ସୁଟିଂ ବାହାନାରେ ଯୁବତୀଙ୍କ ଘରୁ…
Read More...

ନିଖୋଜ ମହିଳାଙ୍କୁ ଉଦ୍ଧାର କରିଛି ପୋଲିସ

ଖୋର୍ଦ୍ଧା: ଦୁଇ ଦିନ ଧରି ନିଖୋଜ ଥିବା ମହିଳାଙ୍କୁ ଜଙ୍ଗଲରୁ ଉଦ୍ଧାର କରିଛି ପୋଲିସ । ଏଭଳି ଘଟଣା ଦେଖିବାକୁ ମିଳିଛି ବେଗୁନିଆ ଥାନା ଅନ୍ତର୍ଗତ ଧଳାପଥର ଫାଣ୍ଡି ଅଞ୍ଚଳରେ । କୁଣ୍ଡିଲୋ ଗ୍ରାମର ଯୁବତୀ ଧଳାପଥର ଅଞ୍ଚଳର ଯୁବକଙ୍କୁ ବିବାହ କରିଥିଲେ । କିନ୍ତୁ ବିବାହର ୯ ମାସ ପରେ ଯୁବକ ଜଣଙ୍କ…
Read More...