କୋଲକାତା ଲଜ୍ଜା : ଆଜି ଆନ୍ଦୋଳନକୁ ଓହ୍ଲାଇବ ସର୍ବଭାରତୀୟ ରେସିଡେଣ୍ଟ ଡାକ୍ତର ସଂଘ
କୋଲକାତା : କୋଲକାତା ଆର.ଜି. କର ମେଡିକାଲ କଲେଜ ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ତେଜୁଛି ଆନେ୍ଦାଳନ । ଜୁନିୟର ଡାକ୍ତରଙ୍କ ପକ୍ଷରୁ ରାଜ୍ୟବ୍ୟାପୀ ବିରୋଧ ପ୍ରଦର୍ଶନ ଜାରି ରହିଥିବା ବେଳେ, ଆଜି ଆନ୍ଦୋଳନକୁ ଓହ୍ଲାଇବ ସର୍ବଭାରତୀୟ ରେସିଡେଣ୍ଟ ଡାକ୍ତର ସଂଘ।…
Read More...
Read More...