କାଜୁ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ମିଳିଲା ଛାତ୍ରୀଙ୍କ ମୃତ ଦେହ, ହତ୍ୟା ସନ୍ଦେହ
ଭୁବନେଶ୍ୱର: କାଜୁ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ମିଳିଲା ଯୁକ୍ତ ୨ ଛାତ୍ରୀଙ୍କ ମୃତ ଦେହ । ଶନିବାର କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର କଲେଜର ଜଣେ +୨ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଛାତ୍ରୀ ଜଣକ ଟୋୟାପୁଟ ଗ୍ରାମର ବାସିନ୍ଦା ବୋଲି ଚିହ୍ନଟ କରାଯାଇଛି।
ସୂଚନା ଅନୁଯାୟୀ,…
Read More...
Read More...