ବରିଷ୍ଠ ସାମ୍ବାଦିକ କୁଲଦୀପ ନାୟାରଙ୍କ ଦେହାନ୍ତ
( ନୂଆଦିଲ୍ଲୀ): ବରିଷ୍ଠ ସାମ୍ବାଦିକ କୁଲଦୀପ ନାୟାରଙ୍କ ବିୟୋଗ । ଗତକାଲି ରାତିରେ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳେକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା । ଗତ ୩ ଦିନ ଧରି ସେ ଆଇସିୟୁରେ ଭର୍ତ୍ତି ହୋଇଥିଲେ।
ଆଜି ଅପରାହ୍ନ ୧ଟାରେ ଲୋଧି…
Read More...
Read More...