ବରିଷ୍ଠ ରାଜନେତା ତଥା ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ‘ଭାରତ ରତ୍ନ’
ନୂଆଦିଲ୍ଲୀ: ଲାଲକୃଷ୍ଣ ଆଡଭାନୀଙ୍କୁ ‘ଭାରତ ରତ୍ନ’ ସମ୍ମାନରେ କରାଯିବ ସମ୍ମାନିତ । ବରିଷ୍ଠ ରାଜନେତା ତଥା ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ପ୍ରଦାନ କରାଯିବ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ। ଏନେଇ ଆଜି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…
Read More...
Read More...