Browsing Tag

latest weather news

ଉତ୍ତର ଥାଇଲ୍ୟାଣ୍ଡ ଉପରେ ଘୂର୍ଣ୍ଣିବଳୟ; ସେପ୍ଟେମ୍ବର ୧୯ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା: IMD

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (IMD) ଆଜି ଜାରି କରିଥିବା ସର୍ବଶେଷ ସୂଚନାରେ କହିଛି ଯେ, ସେପ୍ଟେମ୍ବର ୧୯ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। IMD ଅନୁଯାୟୀ, ବର୍ତ୍ତମାନ ଉତ୍ତର ଥାଇଲ୍ୟାଣ୍ଡ ଉପରେ ଏକ…
Read More...

ଆଗାମୀ ୭ ଦିନ ପର୍ଯ୍ୟନ୍ତ ଓଡ଼ିଶାରେ ବର୍ଷା ଓ କାଳବୈଶାଖୀର ସମ୍ଭାବନା: IMD

ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଗାମୀ ସାତ ଦିନ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଏବଂ କାଳବୈଶାଖୀ ହେବାର ସମ୍ଭାବନା ରହିଛି।ପାଣିପାଗ ବିଭାଗ ପକ୍ଷରୁ ସେପ୍ଟେମ୍ବର ୧୬ ତାରିଖ ସକାଳ ୮.୩୦ଟା ପର୍ଯ୍ୟନ୍ତ 'ୟେଲୋ ୱାର୍ଣ୍ଣିଂ' ଜାରି କରାଯାଇଛି। ଏହି ସମୟ ମଧ୍ୟରେ…
Read More...

ଓଡିଶା ପାଇଁ ପ୍ରବଳ ବର୍ଷା ସତର୍କତା ଜାରି, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭାରତୀୟ ପାଣିପାଗ ବିଭାଗ (IMD) ସେପ୍ଟେମ୍ବର ୧୪ ପର୍ଯ୍ୟନ୍ତ ସାରା ଓଡ଼ିଶାରେ ପ୍ରବଳ ବର୍ଷା ଏବଂ ବଜ୍ରପାତ ହେବା ନେଇ ପୂର୍ବାନୁମାନ କରିଛି । ଏନେଇ କେନ୍ଦ୍ର ଓଡ଼ିଶା ଉପକୂଳରେ ମତ୍ସ୍ୟଜୀବୀଙ୍କ ପାଇଁ ଏକ ସତର୍କ ସୂଚନା ଜାରି କରିଛି। ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ,…
Read More...

ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳରୁ ଅତି ପ୍ରବଳ ବର୍ଷା, ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜାରି

ଭାରତୀୟ ପାଣିପାଗ ବିଭାଗ ଆଗାମୀ ପାଞ୍ଚ ଦିନ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ସେପ୍ଟେମ୍ବର ୨ ତାରିଖରେ ସୁନ୍ଦରଗଡ଼ା, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା…
Read More...