ଭାରତୀୟ ଜୀବନ ବୀମା ନିଗମ ଗିନିଜ ବିଶ୍ଵ ରେକର୍ଡରେ ନିଜ ନାମକୁ ସାମିଲ କରିଛି
ନୂଆଦିଲ୍ଲୀ-: ଭାରତୀୟ ଜୀବନ ବୀମା ନିଗମ(ଏଲଆଇସି) ଗିନିଜ ବିଶ୍ଵ ରେକର୍ଡରେ ନିଜ ନାମକୁ ସାମିଲ କରିଛି। ୨୪ ଘଣ୍ଟାରେ ସର୍ବାଧିକ ପଲିସି ବିକ୍ରି କରି ଏହି ଭାରତୀୟ ସଂସ୍ଥା ଗିନିଜ ରେକର୍ଡରେ ସ୍ଥାନ ପାଇଛି। ଗତ ଜାନୁୟାରୀ ୨୦ ତାରିଖରେ ସଂସ୍ଥାର ୪ ଲକ୍ଷ ୫୨ ହଜାର ୮୩୯ ଜଣ ଏଜେଣ୍ଟ ଦେଶବ୍ୟାପୀ…
Read More...
Read More...