Browsing Tag

Lok Sabha elections

ଲୋକସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ

ନୂଆଦିଲ୍ଲୀ: ନିର୍ବାଚନ କମିଶନ ଲୋକସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି । ଏପ୍ରିଲ୧୯ରୁ ଲୋକସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହେବ । ଜୁନ ୪ ତାରିଖରେ ଭୋଟ ଗଣତି ହେବ । ତେବେ ଲୋକ ସଭା ନିର୍ବାଚନ ୭ଟି ପର୍ଯ୍ୟାୟରେ ହେବ । ପ୍ରଥମ ପର୍ଯ୍ୟାୟ ଭୋଟ ଏପ୍ରିଲ ୧୯ ତାରିଖରେ ହୋବାକୁ ଥିବା…
Read More...