ଆଜି ବିଜୟା ଦଶମୀ ଅବସରରେ ଶ୍ରୀମନ୍ଦିରରେ ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ
ପୁରୀ:- ଆଜି ବିଜୟା ଦଶମୀ ଅବସରରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି । ଏହି ଅବସରରେ ମହାବାହୁ ସୁନାବେଶ ବା ରାଜରାଜେଶ୍ୱର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । କିରିଟି, ଚୁଳ, ଚନ୍ଦ୍ରିକା, ଆଡକାନି, ଚନ୍ଦ୍ରସୂର୍ଯ୍ୟ, ଶ୍ରୀଭୂଜ, ଶ୍ରୀପୟର ଓ ଘାଗଡ଼ା ମାଳି ଆଦି…
Read More...
Read More...