Browsing Tag

Lord Jagannath

ଅଣସର ନୀତି ସମୟରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପ୍ରତିନିଧି ସ୍ଵରୂପ ପଟିଦିଅଁ ପୂଜା ପାଇବେ

ପୁରୀ-: ରାତି ପାହିଲେ ମହାପ୍ରଭୁଙ୍କର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ସ୍ନାନବେଦୀରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କଲାପରେ ଜ୍ୱରରେ ପଡ଼ିବେ ମହାପ୍ରଭୁ। ତେବେ ୧୫ ଦିନ ଧରି ଅଣସର ଘରେ ଚତୁଃର୍ଦ୍ଧାମୂର୍ତ୍ତିଙ୍କ କରାଯିବ ଗୁପ୍ତସେବା। ଏହି ସମୟରେ ଶ୍ରୀମନ୍ଦିରରେ ମନ୍ତ୍ରୋଚାରଣ ଓ ଅନ୍ୟାନ୍ୟ…
Read More...

ରତ୍ନବେଦୀ ଛାଡି ସ୍ନାନ ବେଦିରେ ୧୦୮ ଗରା ସୁବାସିତ ଜଳରେ ଦିବ୍ୟସ୍ନାନ କରିବେ ଚତୁର୍ଧାମୂର୍ତ୍ତି

ପୁରୀ-: ରାତି ପହିଲେ ଦେବସ୍ନାନ ପୂଣ୍ଣିମା ସେଥିପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ରତ୍ନବେଦୀ ଛାଡି ସ୍ନାନ ବେଦିରେ ପତ୍ୟେକ୍ଷ ସ୍ନାନ କରିବେ ମହାପ୍ରଭୁ । ୧୦୮ ଗରା ସୁବାସିତ ଜଳରେ ଦିବ୍ୟସ୍ନାନ କରିବେ ଚତୁର୍ଧାମୂର୍ତ୍ତି । ଏଥିପାଇଁ ସାରିଛି ନୀତି ନିର୍ଘଣ୍ଟ । କାଲି ଭୋର ୪ଟା ୩୦ରେ ମଙ୍ଗଳା…
Read More...

ବିଶ୍ୱ ନିୟନ୍ତାଙ୍କ ବିବାହ ଉତ୍ସବ

ପୁରୀ-: ଆଜି ପବିତ୍ର ରୁକ୍ମିଣୀ ହରଣ ଏକାଦଶୀ । ଏଥିଲାଗି ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ ଆଜି ଚଳଚଞ୍ଚଳ ପୁରୀ । ସଜେଇ ହୋଇଛି ଶ୍ରୀମନ୍ଦିର । ସକାଳ ଧୂପ ପରେ ବିଭିନ୍ନ ନୀତାକାନ୍ତି କରାଯାଉଛି । ଏହାପରେ ରୁକ୍ମିଣୀ ହରଣ ନୀତି ଅନୁଷ୍ଠିତ…
Read More...

ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା ଶେଷ ହେବା ପରେ ଆଜିଠୁ ଭିତର ଚନ୍ଦନ ଯାତ୍ରା ଆରମ୍ଭ

ପୁରୀ-: ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା ଶେଷ ହେବା ପରେ ଆଜିଠୁ ଭିତର ଚନ୍ଦନ ଯାତ୍ରା ଆରମ୍ଭ ହେବ । ୨୧ଦିନ ଧରି ମହାପ୍ରଭୁଙ୍କୁ ଚନ୍ଦନ ଓ ଆଲଟ ଲାଗି କରାଯିବ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଯାତଭୋଗ ସରିବା ପରେ ଭିତର ଚନ୍ଦନ ଯାତ୍ରା ନୀତି ଆରମ୍ଭ ହେବ । ଜ୍ୟେଷ୍ଠ କୃଷ୍ଣ ଏକାଦଶୀ,…
Read More...

ବୈଶାଖ ଶୁକ୍ଳ ଅଷ୍ଟମୀରେ ୧୦୮ କୁମ୍ଭ ଜଳରେ ଦାରୁଦିଅଁଙ୍କ ଜଳାଭିଷେକ ନୀତି ସମ୍ପନ୍ନ ହୋଇଛି

ପୁରୀ-: ଆଜି ବୈଶାଖ ଶୁକ୍ଳ ଅଷ୍ଟମୀରେ ଶ୍ରୀମନ୍ଦିରରେ ପାଳନ ହୋଇଛି ନୀଳାଦ୍ରି ମହୋଦୟାଷ୍ଟମୀ ।  ଏହି ତିଥିରେ ଯଜ୍ଞମଣ୍ଡପରୁ ବିଜେ ହୋଇ ଚତୁର୍ଦ୍ଧାମୂର୍ତ୍ତି ଶ୍ରୀମନ୍ଦିର ରତ୍ନସିଂହାସନରେ ଅଧିଷ୍ଠିତ ହୋଇଥିଲେ । ତେଣୁ ଉକ୍ତ ଦିବସରେ ଠାକୁରଙ୍କ ଅଭିଷେକ ଉତ୍ସବ ଅନୁଷ୍ଠିତ ହୋଇଥିଲା । ୧୦୮…
Read More...

ରାମକୃଷ୍ଣଙ୍କୁ ପ୍ରାୟ ୪୫ ମିନିଟ୍‌ ଧରି ପଚରାଉଚରା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ

ଭୁବନେଶ୍ୱର-: ପଶ୍ଚିମବଙ୍ଗ ଦୀଘା ଜଗନ୍ନାଥ ମନ୍ଦିର ‘ଦାରୁ’ ବିବାଦ ପ୍ରସଙ୍ଗରେ ରବିବାର ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ହାଜର ହୋଇ ନିଜ ପକ୍ଷ ରଖିଛନ୍ତି ଦଇତାପତି ନିଯୋଗର ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ର । ରାମକୃଷ୍ଣଙ୍କୁ ପଚରାଉଚରା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…
Read More...

ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ

ପୁରୀ-: ଗ୍ରୀଷ୍ଣତାପରୁ ରକ୍ଷା ପାଇବା ପାଇଁ ମଣିଷ ଯେପରି ଗାଧୋଇ ଟିକିଏ ଥଣ୍ଡା ଅନୁଭବ କରେ, ସେହିପରି ଶ୍ରୀଜିଉ ମଧ୍ୟ ନରେନ୍ଦ୍ର ପୁଷ୍କରିଣୀକୁ ଆସିଥାନ୍ତି ଚାପ ଖେଳିବା ପାଇଁ । ମଣି ବିମାନରେ ମଦନମୋହନ, ଭୂଦେବୀ, ଶ୍ରୀଦେବୀଙ୍କୁ ନରେନ୍ଦ୍ର ପୁଷ୍କରିଣୀକୁ ଆଣିଥାନ୍ତି ସେବାୟତ ।…
Read More...

ଆଜି ମହାପ୍ରଭୁଙ୍କ ମେଣ୍ଢାପୋଡା ନୀତି

ପୁରୀ: ଆଜି ମହାପ୍ରଭୁଙ୍କର ଅନୁଷ୍ଠିତ ହେବ ମେଣ୍ଢାପୋଡି ନୀତି । ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମେଣ୍ଢାପୋଡା ନୀତି ଅନୁଷ୍ଠିତ ହେବ । ଏହି ନୀତି ଦୋଳ ପୂର୍ଣ୍ଣିମା ପୂର୍ବଦିନ ଅନୁଷ୍ଠିିତ ହୋଇଥାଏ । ଏଥିପାଇଁ ଆଜି ମଧ୍ୟାନ୍ନଧୂପ…
Read More...

ରାଜରାଜେଶ୍ୱର ବେଶରେ ଦର୍ଶନ ଦେବେ ମହାପ୍ରଭୁ

ଓଡିଶା : ଆଜି ହେଉଛି ପବିତ୍ର ପୌଷ୍ୟ ପୂର୍ଣ୍ଣିମା । ଏହି ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ସୂତନ୍ତ୍ର ନୀତି କାନ୍ତି । ଶ୍ରୀଜିଉଙ୍କର ଆଜି ହେବ ଦେବାଭିଷେକ ନୀତି । ଶ୍ରୀମନ୍ଦିରରେ କାହିଁ କେତେ କାଳରୁ ଏହି ପୌଷ୍ୟ ପୂର୍ଣ୍ଣିମା ପରଂମରା ଅନୁଷ୍ଠିତ ହୋଇ ଆସୁଛି । ମହାପ୍ରଭୁଙ୍କ ଦ୍ୱାଦଶ…
Read More...

ଆଜି ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ

ପୁରୀ/ଜୟନ୍ତ କୁମାର ସେଠୀ: ଆଜି ପବିତ୍ର ଦୋଳପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ। ଦୋଳରେ ଦୋଳଗୋବିନ୍ଦ, ଚାପରେ ମଧୁସୁଦନ ଓ ରଥରେ ବାମନ ରୂପରେ ମହାପ୍ରଭୁଙ୍କ ଦର୍ଶନ ଭକ୍ତଙ୍କ ଭାଗ୍ୟରେ ଥିଲେ ମିଳିଥାଏ ବୋଲି ବିଶ୍ଵାସ ରହିଛି। କାରଣ ମହାପ୍ରଭୁଙ୍କ…
Read More...