ସହରାଞ୍ଚଳରେ ୩ ମାସ ମଧ୍ୟରେ PNG ସଂଯୋଗ, ଭଡ଼ାଟିଆମାନେ ମଧ୍ୟ ପାଇବେ ସୁବିଧା
Bhubaneswar: ରାଜ୍ୟର ସମସ୍ତ ସହରାଞ୍ଚଳରେ ପାଇପ୍ଡ୍ ନ୍ୟାଚୁରାଲ୍ ଗ୍ୟାସ୍ (PNG) ସଂଯୋଗ ଯୋଗାଇବାକୁ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ତୈଳ କମ୍ପାନୀମାନଙ୍କ ସହ ବୈଠକ ପରେ ଯୋଗାଣ ମନ୍ତ୍ରୀ Krushna Chandra Patra ଏହି ସୂଚନା ଦେଇଛନ୍ତି।
ମନ୍ତ୍ରୀ କହିଛନ୍ତି ଯେ, ଆସନ୍ତା ୩ ମାସ…
Read More...
Read More...