ଲକ୍ଷ୍ନୌ କୋର୍ଟ ପରିସରରେ ଗୁଳିକାଣ୍ଡ
ଲକ୍ଷ୍ନୌ: ଉତ୍ତରପ୍ରଦେଶରେ ଆଇନଶୃଙ୍ଖଳାକୁ ନେଇ ପୁଣି ଥରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଲକ୍ଷ୍ନୌ କୋର୍ଟ ପରିସରରେ ଜଣେ ଗ୍ୟାଙ୍ଗଷ୍ଟରକୁ ଗୁଳିକରି ହତ୍ୟା କରାଯାଇଛି । ମାଫିଆ ମୁଖତାର ଅନସାରୀର ଘନିଷ୍ଠ ସହଯୋଗୀ ଗ୍ୟାଙ୍ଗଷ୍ଟର ସଞ୍ଜୀବ ଜୀବାକୁ ଲକ୍ଷ୍ନୌର ସିଭିଲ କୋର୍ଟରେ ଗୁଳି କରି ହତ୍ୟା…
Read More...
Read More...