ଜିଲ୍ଲାସ୍ତରୀୟ ନୂଆଖାଇ ଭେଟ ଘାଟ ପାଳିତ
କେନ୍ଦ୍ରାପଡା: ଜିଲ୍ଲାସ୍ତରୀୟ ନୂଆଖାଇ ଭେଟଘାଟ କେନ୍ଦ୍ରାପଡା ଟାଉନ ହଲରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରାପଡା ଜିଲ୍ଲା ପରିଷଦ ଅଧ୍ୟକ୍ଷା ଗୀତାଞ୍ଜଳି ସେଠୀ, ପୌରାଧ୍ୟକ୍ଷା ସରିତା ସାହୁ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ। ସମ୍ମାନିତ ଅତିଥି…
Read More...
Read More...