Browsing Tag

Mahanadi Water Dispute

ମହାନଦୀ ଜଳ ବିବାଦର, ଆସନ୍ତା ୨୨ରେ ଉଚ୍ଚ ସ୍ତରୀୟ କମିଟିର ପ୍ରଥମ ବୈଠକ

ଭୁବନେଶ୍ୱର: ମହାନଦୀ ଜଳ ବିବାଦର ସମାଧାନ ପାଇଁ ଗଠନ ହୋଇଥିବା ଉଚ୍ଚ ସ୍ତରୀୟ କମିଟିର ପ୍ରଥମ ବୈଠକ ଆସନ୍ତା ୨୨ ତାରିଖରେ ଅନୁଷ୍ଠିତ ହେବ । କମିଟି ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବୈଠକ ବସିବ । ଏଥିରେ କମିଟିର ସମସ୍ତ ସଦସ୍ୟ ଉପସ୍ଥିତ…
Read More...

ବିଗତ ୭ ବର୍ଷରେ ପୂର୍ବ ସରକାର ସମାଧାନ ନେଇ କିଛି କରି ନାହାନ୍ତି: AG ପୀତାମ୍ବର ଆଚାର୍ଯ୍ୟ

ଭୁବନେଶ୍ଵର: ମହାନଦୀ ଟ୍ରିବ୍ୟୁନାଲ୍‌ରେ ମହାନଦୀ ଜଳ ବିବାଦର ଶୁଣାଣି । ଓଡ଼ିଶା ପାଇଁ ପକ୍ଷ ରଖିଲେ AG ପୀତାମ୍ବର ଆଚାର୍ଯ୍ୟ । ଟ୍ରିବ୍ୟୁନାଲ୍‌ରେ ପକ୍ଷ ରଖିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି AG ପୀତାମ୍ବର । ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଆପୋସ ବୁଝାମଣା ଚାଲିଥିବା ଜଣାଇଲୁ ।…
Read More...