Browsing Tag

Mahanadi Water Dispute

ମହାନଦୀ ଜଳ ବିବାଦ: ଦିଲ୍ଲୀ ବୈଠକର ନିଷ୍ପତ୍ତି ନେଇ ସ୍ୱଚ୍ଛତା ଦାବି କଲା ବିଜେଡି

ମହାନଦୀ ଜଳ ବିବାଦର ସ୍ଥାୟୀ ସମାଧାନ ପାଇଁ ନୂଆଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ (ଯେଉଁଥିରେ ଓଡ଼ିଶା ଓ ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ଉପସ୍ଥିତ ଅଛନ୍ତି) ଚାଲିଥିବା ବେଳେ, ବିରୋଧୀ ଦଳ ବିଜୁ ଜନତା ଦଳ (ବିଜେଡି) ଏହି ବୈଠକର ଫଳାଫଳ ଓ ଆନ୍ତରିକତା ଉପରେ…
Read More...

ମହାନଦୀ ଜଳ ବିବାଦ: ଅକ୍ଟୋବର ୧ରେ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିବେ ଅମିତ ଶାହ

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମହାନଦୀ ଜଳ ବଣ୍ଟନ ସମ୍ବନ୍ଧୀ ଦୀର୍ଘଦିନ ଧରି ଚାଲିଆସୁଥିବା ବିବାଦର ସମାଧାନ ପାଇଁ ଅକ୍ଟୋବର ୧ ତାରିଖରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିବେ। ଏହି ଆଲୋଚନାରେ ଓଡ଼ିଶା ଓ ଛତିଶଗଡ଼ର ମୁଖ୍ୟମନ୍ତ୍ରୀମାନେ ଅଂଶଗ୍ରହଣ କରିବେ ଏବଂ ଏକ…
Read More...

ମହାନଦୀ ଜଳ ବିବାଦର, ଆସନ୍ତା ୨୨ରେ ଉଚ୍ଚ ସ୍ତରୀୟ କମିଟିର ପ୍ରଥମ ବୈଠକ

ଭୁବନେଶ୍ୱର: ମହାନଦୀ ଜଳ ବିବାଦର ସମାଧାନ ପାଇଁ ଗଠନ ହୋଇଥିବା ଉଚ୍ଚ ସ୍ତରୀୟ କମିଟିର ପ୍ରଥମ ବୈଠକ ଆସନ୍ତା ୨୨ ତାରିଖରେ ଅନୁଷ୍ଠିତ ହେବ । କମିଟି ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବୈଠକ ବସିବ । ଏଥିରେ କମିଟିର ସମସ୍ତ ସଦସ୍ୟ ଉପସ୍ଥିତ…
Read More...

ବିଗତ ୭ ବର୍ଷରେ ପୂର୍ବ ସରକାର ସମାଧାନ ନେଇ କିଛି କରି ନାହାନ୍ତି: AG ପୀତାମ୍ବର ଆଚାର୍ଯ୍ୟ

ଭୁବନେଶ୍ଵର: ମହାନଦୀ ଟ୍ରିବ୍ୟୁନାଲ୍‌ରେ ମହାନଦୀ ଜଳ ବିବାଦର ଶୁଣାଣି । ଓଡ଼ିଶା ପାଇଁ ପକ୍ଷ ରଖିଲେ AG ପୀତାମ୍ବର ଆଚାର୍ଯ୍ୟ । ଟ୍ରିବ୍ୟୁନାଲ୍‌ରେ ପକ୍ଷ ରଖିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି AG ପୀତାମ୍ବର । ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଆପୋସ ବୁଝାମଣା ଚାଲିଥିବା ଜଣାଇଲୁ ।…
Read More...