ମହିମାଗାଦି ଯୋରନ୍ଦାରେ ବଜ୍ରପାତ ପଡି ମନ୍ଦିର ପୂର୍ବ ମୁଖଶାଳା ଦଧିନଉତି ଭାଙ୍ଗିଛି
ଢେଙ୍କାନାଳ-: ବଜ୍ରାଘାତରେ ମହିମଗାଦିର ଦଧିନଉତି ଭାଙ୍ଗିଲା । ଢେଙ୍କାନାଳ ଜିଲ୍ଲା ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମରପୀଠ ମହିମାଗାଦି ଯୋରନ୍ଦାରେ ବଜ୍ରପାତ ପଡି ମନ୍ଦିର ପୂର୍ବ ମୁଖଶାଳା ଦଧିନଉତି ସମ୍ପୂର୍ଣ୍ଣ ଭାଙ୍ଗିଛି । ଘଟଣା ସମ୍ପର୍କରେ ଜାଣିବା ପରେ ଅଞ୍ଚଳବାସୀଙ୍କ ମଧ୍ୟରେ ଆଲୋଚନା ଜୋର…
Read More...
Read More...