ଭବାନୀପୁର ଉପନିର୍ବାଚନ,ନାମାଙ୍କନପତ୍ର ଦାଖଲ କରିବେ ମମତା ବାନାର୍ଜୀ
କୋଲ୍କାତା : ଭବାନୀପୁରର ପ୍ରାର୍ଥୀ ହୋଇଛନ୍ତି ଟିଏମସି ନେତ୍ରୀ ମମତା ବାନାର୍ଜୀ । ସେପ୍ଟେମ୍ବର ୩୦ରେ ପଶ୍ଚିମବଙ୍ଗର ଭବାନୀପୁର ବିଧାନସଭା ଆସନରେ ଉପ-ନିର୍ବାଚନ ଅନୁଷ୍ଠିତ ହେବ । ମମତା ଶୁକ୍ରବାର ମଧ୍ୟାହ୍ନରେ ଭବାନୀପୁର ଆସନରୁ ନାମାଙ୍କନପତ୍ର ଦାଖଲ କରିବେ । ମୁଖ୍ୟମନ୍ତ୍ରୀ ପଦରେ…
Read More...
Read More...