ପୁଣି ଶିମିଳିପାଳ ଅଭୟାରଣ୍ୟରୁ ବାଘ ଚମଡା ଜବତ
ଶିମିଳିପାଳ ଅଭୟାରଣ୍ୟରୁ ପୁଣି ଏକ କଲରାପତରିଆ ବାଘ ଛାଲ ଜବତ ହୋଇଛି । ମୟୂରଭଞ୍ଜ ପୁଲିସ ଏକ ଢାବାରେ ଚଢ଼ଉ କରି ବାଘ ଛାଲ ଜବତ କରିବା ସହ ୮ ଜଣଙ୍କୁ ଗିରଫ କରିଛି । ଝାରପୋଖରିଆ ଥାନା ୪୯ ନମ୍ବର ଜାତୀୟ ରାଜପଥର କତରାଠାରେ ଥିବା ଟାୱାର ଢାବାରେ ଗତକାଲି ବିଳମ୍ବିତ ରାତିରେ ବାଘ ଛାଲ ବିକ୍ରି…
Read More...
Read More...