ମେଜର ଲିଗ୍ କ୍ରିକେଟ୍ ଖେଳିବେନି ଅମ୍ବାତି ରାଇଡୁ
ଆସନ୍ତା ଜୁଲାଇ ୧୪ ତାରିଖରୁ ଆମେରିକାରେ ମେଜର୍ ଲିଗ୍ କ୍ରିକେଟ୍ ଖେଳାଯିବାକୁ ଅଛି । ଯେଉଁଥିରେ ଟେକ୍ସାସ୍ ସୁପର କିଙ୍ଗସ ତରଫରୁ ଖେଳିବାକୁ ଚୁକ୍ତିବଦ୍ଧ ହେଇଥିଲେ ଅମ୍ବାତି ରାଇଡୁ । ହେଲେ ହଠାତ୍ ସେ ଏହି ଟୁର୍ଣ୍ଣାମେଣ୍ଟରୁ ଓହରିବାକୁ ନିଷ୍ପତ୍ତି ନେଇଛନ୍ତି ।ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବାର…
Read More...
Read More...