୧୦୭ ମ୍ୟୁନିସିପାଲିଟି ଓ ଏନଏସି ପାଇଁ ପ୍ରକାଶ ପାଇଲା ସଂରକ୍ଷଣ ତାଲିକା
ଭୁବନେଶ୍ୱର: ପ୍ରକାଶ ପାଇଲା ମ୍ୟୁନିସିପାଲିଟି ଓ ଏନଏସିର ଅଧ୍ୟକ୍ଷ ପାଇଁ ସଂରକ୍ଷଣ ତାଲିକା । ୧୦୭ ମ୍ୟୁନିସିପାଲିଟି ଓ ଏନଏସିର ଚିଠା ସଂରକ୍ଷଣ ତାଲିକା ପ୍ରକାଶ ପାଇଛି । ୧୫ ଦିନ ମଧ୍ୟରେ ଆପତ୍ତି ଓ ଅଭିଯୋଗ ଦାଖଲ କରିପାରିବେ । ମହିଳାଙ୍କ ପାଇଁ ୫୦ ପ୍ରତିଶତରୁ ଅଧିକ ଆସନ ସଂରକ୍ଷିତ ରହିଛି…
Read More...
Read More...