ରାଜଧାନୀର ୨୦ଟି ବଡ଼ ହାଟରେ ଲାଗୁହେବ ଏସ୍ଓପି: BMC
ଭୁବନେଶ୍ଵର: ରାଜଧାନୀର ବିଭିନ୍ନ ହାଟ ପାଇଁ ଏସ୍ଓପି ଆଣିବ ବିଏମ୍ସି । ରାଜଧାନୀର ୨୦ଟି ବଡ଼ ହାଟରେ ଲାଗୁହେବ ଏସ୍ଓପି । ଏନେଇ ସୂଚନା ଦେଇଛନ୍ତି ବିଏମ୍ସି ମେୟର ସୁଲୋଚନା ଦାସ । BMC ଅଧିକରୀଙ୍କ ଉପସ୍ଥିତିରେ ହେବ ହାଟ କମିଟି ନିର୍ବାଚନ । ସବୁ ହାଟ ଦୋକାନୀଙ୍କ ପାଇଁ ହେବ ଗ୍ରୁପ…
Read More...
Read More...