ଏସୀୟ ଖେଳ ପ୍ରତିଯୋଗିତାରେ ହାତୀ ଓ ହନୁମାନ ମାସ୍କଟ୍
ଭୁବନେଶ୍ବର: ଭାରତୀୟଙ୍କ ଅତି ଆପଣାର ଦୁଇ ଚେହେରା ଏବେ ଦୁଇଟି ଭିନ୍ନ ଏସୀୟ ଖେଳ ପ୍ରତିଯୋଗିତାର ମାସ୍କଟ୍ ମନୋନୀତ ହୋଇଛନ୍ତି। ବୁଧବାରଠାରୁ ଥାଇଲାଣ୍ଡର ବ୍ୟାଙ୍କକରେ ଆରମ୍ଭ ହୋଇଥିବା ୨୫ତମ ଏସୀୟ ଦୌଡ଼କୁଦ ପ୍ରତିଯୋଗିତା ପାଇଁ ପ୍ରଭୂ ହନୁମାନଙ୍କୁ ସ୍ଥାନିତ କରାଯାଇଥିବା ବେଳେ ଅଗଷ୍ଟ…
Read More...
Read More...