ଦୁଇଜଣ ଭିନ୍ନକ୍ଷମଙ୍କୁ କୃତ୍ରିମ ଅଙ୍ଗ ଯୋଗାଇଲା ଓଡ଼ିଶା-ମୋ ପରିବାର
ଓଡ଼ିଶା:ଆଜି ଓଡ଼ିଶା-ମୋ ପରିବାର ମାଧ୍ୟମରେ ବିଭିନ୍ନ ଦୁର୍ଘଟଣାରେ ନିଜର ଅଙ୍ଗ ହରାଇଥିବା ଦୁଇଜଣ ଭିନ୍ନକ୍ଷମଙ୍କୁ କୃତ୍ରିମ ଅଙ୍ଗ ଯୋଗାଇ ଦିଆଯାଇଛି ।ସୂଚନାନୁସାରେ, ଖୋର୍ଦ୍ଧା ଜିଲ୍ଲାର ପ୍ରଭାତ ଦାସ ଏକ ଛୋଟ ଦୋକାନ କରି ଗୁଜୁରାଣ ମେଣ୍ଟାନ୍ତି । ହଠାତ୍ ତାଙ୍କ ଜୀବନରେ ଅନ୍ଧକାର ଘୋଟିଆସି…
Read More...
Read More...