Browsing Tag

medical college

୨୦୨୫-୨୬ ବର୍ଷରେ ରାଜ୍ୟରେ ଆଉ ୯ଟି ମେଡିକାଲ କଲେଜ ଖୋଲିବ

ଭୁବନେଶ୍ୱର-: ରାଜ୍ୟରେ ଖୋଲିବ ନୂଆ ମେଡିକାଲ କଲେଜ। ୨୦୨୫-୨୬ ବର୍ଷରେ ଆଉ ୯ଟି ମେଡିକାଲ କଲେଜ ଖୋଲିବ। ରାଜ୍ୟରେ ନୂଆ ମେଡିକାଲ କଲେଜ ଖୋଲିବା ନେଇ ବଜେଟ ଅନୁମୋଦନ ହୋଇଛି । ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ, ନବରଙ୍ଗପୁରରେ ଏମବିବିଏସ କଲେଜ ହେବ। ବୁର୍ଲା, ବ୍ରହ୍ମପୁର, କେନ୍ଦୁଝର,…
Read More...

ବ୍ରହ୍ମପୁର ଏମକେସିଜି ମେଡିକାଲରେ ଏମବିବିଏସ ଚତୁର୍ଥ ବର୍ଷର ଛାତ୍ରଙ୍କୁ ଦୁଇ ହାଉସ ସର୍ଜନ ରେଗିଂ କରିଥିବା ଅଭିଯୋଗ

ବ୍ରହ୍ମପୁର-: ବ୍ରହ୍ମପୁର ଏମକେସିଜି ମେଡିକାଲରେ ପୁଣି ରେଗିଂ । ଜଣେ ଏମବିବିଏସ ଚତୁର୍ଥ ବର୍ଷର ଛାତ୍ରଙ୍କୁ ଦୁଇ ହାଉସ ସର୍ଜନ ରେଗିଂ କରିଥିବା ଅଭିଯୋଗ ହୋଇଛି । ରେଗିଂ କରିଥିବା ଦୁଇ ସର୍ଜନଙ୍କୁ ୨୫ ହଜାର ଟଙ୍କା ଲେଖାଏଁ ଜୋରିମାନା ପାଇଁ ଏଣ୍ଟି ରେଗିଂ‌ କମିଟିର ବୈଠକରେ ନିଷ୍ପତ୍ତି…
Read More...

ଏଣିକି ରାଜ୍ୟର ସମସ୍ତ ମେଡିକାଲ କଲେଜରେ ମୁହଁ ଆଧାରିତ ଉପସ୍ଥାନ ଦେବା ବାଧ୍ୟତାମୂଳକ

ଭୁବନେଶ୍ୱର: ଏଣିକି ରାଜ୍ୟର ସମସ୍ତ ମେଡିକାଲ କଲେଜରେ ମୁହଁ ଆଧାରିତ ଉପସ୍ଥାନ ଦେବା ବାଧ୍ୟତାମୂଳକ । ଆଉ ବାୟୋମେଟ୍ରିକ୍‌ରେ ଟିପ୍‌ ଚିହ୍ନ ଦେଇ ଖସି ପାରିବେ ନାହିଁ କୌଣସି ଅଧ୍ୟାପକ। ମେଡିକାଲ କଲେଜରେ ଅଧ୍ୟାପକ ମୁହଁ ଆଧାରିତ ଉପସ୍ଥାନ ଦେବେ । ସରକାରୀ ହେଉ ବା ଘରୋଇ ମେଡିକାଲ କଲେଜରେ…
Read More...

ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ ସୂଚନା ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

ସମସ୍ତ ଜିଲ୍ଲାରେ ତିଆରି ହେବ ମେଡିକାଲ କଲେଜ । ଏନେଇ ସୂଚନା ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ପ୍ରତ୍ୟେକ ଜିଲ୍ଲାରେ ମେଡିକାଲ କଲେଜ ହେବା ପରେ ପାଠ ପଢାଇବେ ଅବସରପ୍ରାପ୍ତ ଅଧ୍ୟାପକ । କେଡିକାଲ କଲେଜରେ ଅଧ୍ୟାପକ ସଂଖ୍ୟା କମ୍ ଥିବାରୁ ଏପରି ନିଷ୍ପତ୍ତି ନିଆଯାଇଛି ।…
Read More...