Browsing Tag

Medicine stores

ଏଣିକି ଔଷଧ ଦୋକାନରେ ଇଞ୍ଜେକ୍ସନ ଫୋଡ଼ିଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର-: ଏଣିକି ଔଷଧ ଦୋକାନରେ ଦେଇ ହେବନି ଇଞ୍ଜେକ୍ସନ । ଔଷଧ ଦୋକାନୀଙ୍କୁ ଏହି ଅଭ୍ୟାସ ବନ୍ଦ କରିବାକୁ କୁହାଯାଇଛି । ଧରାପଡ଼ିଲେ ଦୋକାନୀଙ୍କ ଉପରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ । ଏହି ମର୍ମରେ ସବୁ ସିଡିଏମଓଙ୍କୁ ଚିଠି ଲେଖିଛି ସ୍ବାସ୍ଥ୍ୟସେବା ନିର୍ଦ୍ଦେଶାଳୟ । ଔଷଧ ଦୋକାନରେ ରୋଗୀ…
Read More...

ଆଜି ସବୁ ଔଷଧ ଦୋକାନ ବନ୍ଦ

(ସୌମ୍ୟ ରଂଜନ ସେଠୀ) : ଭାରତୀୟ ବଜାରରେ ଅନ୍ତଃରାଷ୍ଟ୍ରୀୟ ବ୍ୟବସାୟୀଙ୍କ ପ୍ରବେଶ ଓ ଏଫ୍‌ଡିଆଇକୁ କ୍ୟାବିନେଟ୍‌ର ମଞ୍ଜୁରୀକୁ ବିରୋଧ କରି ଆଜି ସର୍ବଭାରତୀୟ ବ୍ୟବସାୟୀ ମହାସଂଘ ପକ୍ଷରୁ ଦେଶବ୍ୟାପୀ ଆନ୍ଦୋଳନ ଡାକରା ଦିଆଯାଇଛି। ଓଡ଼ିଶା ବ୍ୟବସାୟୀ ମହାସଂଘ ମଧ୍ୟ ଏହି ଧର୍ମଘଟରେ ସାମିଲ ହୋଇଛି।…
Read More...