Browsing Tag

meteorological department

୬ଟି ଜିଲ୍ଲାକୁ ସତର୍କ ସୂଚନା

(ସୌମ୍ୟ ରଂଜନ ସେଠୀ) : ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ବର୍ଷା ଏବଂ ଝଡ ତୋଫାନ ଲାଗି ରହିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ଆଜି ୬ ଟି ଜିଲ୍ଲାକୁ ରାତି ସାଢେ ୮ଟା ପର୍ୟ୍ୟନ୍ତ ସତର୍କ ରହିବାକୁ ଆଂଚଳିକ ପାଣିପାଗ ବିଭାଗ…
Read More...

ମାଡି ଆସୁଛି ବାତ୍ୟା

(ମମତା ସାମଲ): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେଇଛି। ଆଜି ସଂଧ୍ୟା ସୁଦ୍ଧା ଅବପାତ ବାତ୍ୟାର ରୂପ ନେବ । ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିବ। ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଲୋକଙ୍କୁ ସତର୍କ…
Read More...

ଆସୁଛି ଆଉ ଏକ ଲଘୁଚାପ

(ଗୋବିନ୍ଦ ଚନ୍ଦ୍ର ପଣ୍ଡା):୧୮ ତାରିଖ ସନ୍ଧ୍ୟା କିମ୍ବା ୧୯ ତାରିଖ ସକାଳ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ୨୦ ତାରିଖରେ ଲଘୁଚାପ ଅବପାତର ରୂପ ନେଇପାରେ। ଏହାର ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। ୨୦ ତାରିଖ ରାତିରୁ ୨୧ ତାରିଖ ସକାଳ ଯାଏ…
Read More...

୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା,୧୧ଟି ଜିଲ୍ଲାକୁ ଆଲର୍ଟ

(ସୌମ୍ୟ ରଂଜନ ସେଠୀ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପବନ ଓ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । କିନ୍ତୁ ୧୧ଟା ଜିଲ୍ଲାରେ ଆଲର୍ଟ ଜାରି କରାଯାଇଛି । ସେଇ ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ, ଦେବଗଡ, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର,…
Read More...

୨୪ ଘଣ୍ଟା ପର୍ଯ୍ୟନ୍ତ ପୁଣି ବର୍ଷିବ ବର୍ଷା

(ସୌମ୍ୟ ରଂଜନ ସେଠୀ) : ଆଜି ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି । ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଲଘୁଚାପର ରୂପ ନେଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଲଘୁଚାପ ପ୍ରଭାବରେ ରାଜ୍ୟର ୧୮ ଜିଲ୍ଲାରେ ପ୍ରବଳ ବର୍ଷାର…
Read More...

୫ ଦିନ ପୁଣି ବର୍ଷିବ ବର୍ଷା

(ସୌମ୍ୟ ରଞ୍ଜନ ସେଠୀ): ରାଜ୍ୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଗାମୀ ୫ ଦିନ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ପ୍ରବଳତ୍ତର ବର୍ଷା ହେବ । ଏହା ସହ ପ୍ରବଳ ଘଡଘଡି ସହ ଝଡ ତୋଫାନ୍‌ ହେବାର ମଧ୍ୟ ସମ୍ଭାବନା ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ଗଞ୍ଜାମ, ବାଲେଶ୍ୱର,…
Read More...