ଭବିଷ୍ୟତରେ ମେଟ୍ରୋର ଆବଶ୍ୟକତା ରହିଛି: ମନ୍ତ୍ରୀ
ଭୁବନେଶ୍ୱର: ଭୁବନେଶ୍ୱର ପାଇଁ ଭବିଷ୍ୟତରେ ମେଟ୍ରୋର ଆବଶ୍ୟକତା ରହିଛି । ରାଜ୍ୟ ସରକାର ବି ମେଟ୍ରୋ ସିଟି ପାଇଁ ଇଛୁକ ଥିବା ନେଇ କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ । ପୂର୍ବ ମେଟ୍ରୋ ପ୍ରକଳ୍ପ ପାଇଁ ଟ୍ରାଫିକ ସମସ୍ୟା ଉପୁଜୁଥିଲା । ଟେଷ୍ଟିଙ୍ଗ ସମୟରେ ଯାତାୟାତ ନେଇ ସମସ୍ୟା ଦେଖା ଦେଇଥିଲା ।…
Read More...
Read More...