Browsing Tag

Metrology

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା, ସମୁଦ୍ର ଭିତରେ ହେଉଛି ବଡ଼ ହଲଚଲ୍

ଭୁବନେଶ୍ଵର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା । ସମୁଦ୍ର ଭିତରେ ହେଉଛି ବଡ଼ ହଲଚଲ୍ । ଆଜି ଅବପାତର ରୂପ ନେଇପାରେ ୱେଲ ମାର୍କ ଲୋପ୍ରେସର । ଏହା ଆହୁରି ଘନୀଭୂତ ହୋଇ ୪୮ ଘଣ୍ଟା ଭିତରେ ବା ୨୭ ତାରିଖ ଗୁରୁବାର ସୁଦ୍ଧା ନେଇପାରେ ବାତ୍ୟା ରୂପ । ତେବେ ଏହି ବାତ୍ୟାର ସିଧାସଳଖ ପ୍ରଭାବ…
Read More...

ଆସୁଛି ଲଘୁଚାପ, ଆଣିବ କି ବଡ଼ ବର୍ଷା, ଭୟରେ ଚାଷୀକୂଳ

ଭୁବନେଶ୍ଵର: ଆସୁଛି ଲଘୁଚାପ, ଆଣିବ କି ବର୍ଷା। ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତାକାଲି ଲଘୁଚାପର ରୂପ ନେବ। 24 ତାରିଖରେ ଅବପାତ ହୋଇ ଆହୁରି ଅଧିକ ଘନୀଭୂତ ହେବାର ସମ୍ଭାବନା ଥିବା ବେଳେ ଟେନ୍ସନ୍ ଦେଉଛି ବିଦେଶୀ ମଡେଲର ବାତ୍ୟା ଆକଳନ। ଆଇଏମ୍ଡି ପକ୍ଷରୁ ଏପର୍ଯ୍ୟନ୍ତ କେବଳ ଅବପାତ…
Read More...

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ

ଭୁବନେଶ୍ଵର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୪ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା । ଦକ୍ଷିଣପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ବାୟୁମଣ୍ଡଳରେ ଘୂର୍ଣ୍ଣିବଳୟ ସକ୍ରିୟ । ପ୍ରଭାବରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସମ୍ଭାବନା…
Read More...

ପଛକୁ ପଛ ଆସୁଛି ୩ଟି ଲଘୁଚାପ, ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ଵର: ପଛକୁ ପଛ ଆସୁଛି ୩ଟି ଲଘୁଚାପ । ଗୋଟିଏ ଲଘୁଚାପ ଏବେ ସୃଷ୍ଟି ହୋଇଛି । ୨୬ ବେଳକୁ ଦ୍ବିତୀୟ ଓ ୨୯ ବେଳକୁ ତୃତୀୟ ଲଘୁଚାପ ସୃଷ୍ଟି ହେବ ବୋଲି ଆକଳନ କରିଛନ୍ତି ପାଣିପାଗ ବିଜ୍ଞାନୀ ଶରତ ସାହୁ । ବଙ୍ଗୋପସାଗରରେ ଘନୀଭୂତ ହେଉଛି ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର । ଉତ୍ତରପଶ୍ଚିମ…
Read More...

ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର, ୩୬ଘଣ୍ଟାରେ ଅବପାତ

ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଆସନ୍ତା ୩୬ଘଣ୍ଟାରେ ଏହା ଅବପାତରେ ପରିଣତ ହେବ । ପ୍ରଭାବରେ ରାଜ୍ୟରେ ସପ୍ତାହେ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଆକଳନ କରାଯାଇଛି । ଲଘୁଚାପ ପଶ୍ଚିମ-ଉତ୍ତର, ପଶ୍ଚିମ ଦିଗକୁ ଗତି କରିବା ସହିତ ପରବର୍ତ୍ତୀ ସମୟରେ ଦକ୍ଷିଣ…
Read More...

ଆସନ୍ତା ୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ଵର: ଆସନ୍ତା ୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଜାରି କରାଯାଇଛି । ଆସନ୍ତା ୧୨ ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବ ଏବଂ ୨୪ ଘଣ୍ଟାରେ ଅବପାତରେ ପରିଣତ ହେବ । ଆସନ୍ତା କାଲିଠାରୁ ରାଜ୍ୟର କେତେକ…
Read More...

୨୧ରେ ଲଘୁଚାପ, ୨୩ ସୁଦ୍ଧା ଅବପାତ, ଓଡିଶାକୁ ନାହିଁ ଭୟ!

ନୂଆଦିଲ୍ଲୀ: ବର୍ତ୍ତମାନ ସୁଦ୍ଧା କେବଳ ୨୧ରେ ଲଘୁଚାପ, ୨୩ ସୁଦ୍ଧା ଅବପାତ ଆକଳନ କରାଯାଇଛି । ଅବପାତ ଆନ୍ଧ୍ର ପ୍ରଦେଶ ଓ ତାମିଲନାଡୁ ଉପକୂଳ ମୁହାଁ ହେବା ସମ୍ଭାବନା । ତେବେ ଓଡ଼ିଶା ପାଇଁ କୌଣସି ପ୍ରକାର ସତର୍କ ସୂଚନା ଜାରି କରିନୁ । ୨୧ ପୂର୍ବରୁ ମତ୍ସ୍ୟଜୀବୀ କୂଳକୁ ଫେରି ଆସିବା ଦରକାର ।…
Read More...

ଆସୁଛି ଆଉ ଏକ ଲଘୁଚାପ, ୧୦ ତାରିଖ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମ୍ଭାବନା

ଭୁବନେଶ୍ଵର: ଆସନ୍ତା ୧୦ ତାରିଖ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମ୍ଭାବନା । ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ଆଶଙ୍କା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା । ବିଭାଗ । ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ…
Read More...

ବଙ୍ଗୋପ ସାଗରରେ ଗଭୀର ଅବପାତ, ଘଣ୍ଟା ପ୍ରତି ୧୦ କିମି ବେଗରେ ମାଡ଼ିଆସୁଛି ଗଭୀର ଅବପାତ

ଭୁବନେଶ୍ଵର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇସାରିଥିବା ବେଳେ ଏହା ଅଧିକରୁ ଅଧିକ ଘନିଭୂତ ହୋଇ ଗଭୀର ଅପପାତର ରୂପ ନେଉଛି । ବିଶାଖପାଟଣାଠାରୁ ୩ ଶହ କିଲୋମିଟର ଓ ଗୋପାଳପୁରଠାରୁ ୩୨୦ କିଲୋମିଟର ଦୂରରେ ରହି ସମୁଦ୍ରରେ ବଳ ଗୋଟାଇ ଆଗକୁ ବଢ଼ୁଛି…
Read More...

ବର୍ଷାରେ ଭିଜିବ ପାର୍ବଣ; ଆଜି ଘୂର୍ଣ୍ଣିବଳୟ ସୃଷ୍ଟି

ଭୁବନେଶ୍ଵର: ଆସୁଛି ଆଉ ଏକ ଲଘୁଚାପ, ଅକ୍ଟୋବର ୨ରେ ନେବ ଅବପାତର ରୂପ । ୩ ତାରିଖରେ ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ର ଉପକୂଳ ଅତିକ୍ରମ କରିବ । ତେବେ ଉତ୍ତର-ଆଣ୍ଡାମାନ ସାଗରରେ ଦାନାବାନ୍ଧୁଛି ଏକ ଘୂର୍ଣ୍ଣିବଳୟ । ଆଇଏମଡିର ଆକଳନ ଅନୁସାରେ, ଏହାର ପ୍ରଭାବରେ ଅକ୍ଟୋବର ୧ରେ କେନ୍ଦ୍ରୀୟ…
Read More...