୧୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ଵର: ଆସନ୍ତା ୧୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଆଜି ପାଇଁ ୮ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିରକୁ ୟେଲୋ ୱାର୍ଣ୍ଣିଂ…
Read More...
Read More...