Browsing Tag

misan shakti

ମିଶନ ଶକ୍ତି ମହିଳାଙ୍କୁ ମିଳିବ ସ୍ମାର୍ଟ ଫୋନ

ମିଶନ ଶକ୍ତି ମହିଳାଙ୍କୁ ମିଳିବ ସ୍ମାର୍ଟ ଫୋନ। ନୂଆ ୟୁନିଫର୍ମ ଏବଂ ନୂଆ ଆଇ କାର୍ଡ ବି ଦିଆଯିବ। ମିଶନ ଶକ୍ତି ମହିଳାଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ବଡ଼ ଘୋଷଣା କରିଛନ୍ତି । ଉତ୍କଳ ଦିବସରୁ ଏହା ମିଳିବ ବୋଲି ଘୋଷଣା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ମିଶନ…
Read More...

ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ଦିଆଯିବ ମାଣ୍ଡିଆ

ମଧ୍ୟାହ୍ନ ଭୋଜନରେ ଦିଆଯିବ ମାଣ୍ଡିଆ । ସ୍କୁଲରେ ପିଲାମାନଙ୍କୁ ପୃଷ୍ଟିକର ଖାଦ୍ୟ ଯୋଗାଇଦେବା ପାଇଁ ଏଭଳି କିଛି ଯୋଜନା ପ୍ରସ୍ତୁତ କରୁଛନ୍ତି ରାଜ୍ୟ ସରକାର । ସରକାରୀ ସ୍କୁଲରେ ପଢୁଥିବା ପିଲାଙ୍କୁ ସ୍ୱାସ୍ଥ୍ୟକର ଓ ନିରାପଦ ମଧ୍ୟାହ୍ନ ଭୋଜନ ଯୋଗାଇଦେବା ଲକ୍ଷ୍ୟରେ ଭୁବନେଶ୍ୱର ମିଶନ ଶକ୍ତି…
Read More...