ବିଜେପି ମହିଳା ମୋର୍ଚ୍ଚା ନେତ୍ରୀଙ୍କୁ ଅସଦାଚରଣ ଅଭିଯୋଗ
(ସୌମ୍ୟ ରଞ୍ଜନ ସେଠୀ) : ନବୀନ ନିବାସ ଆଗରେ ବିଜେପି ମହିଳା ମୋର୍ଚ୍ଚାର ନେତ୍ରୀଙ୍କୁ ଅସଦାଚରଣ ଅଭିଯୋଗ। ମହିଳା ମୋର୍ଚ୍ଚାର କର୍ମୀ ଓ ନେତ୍ରୀଙ୍କୁ ପୁଲିସ ରାଜମହଲ ଛକରେ ଅଟକାଇଥିବା ବେଳେ କିଛି ନେତ୍ରୀ ଅଲଗା ରାସ୍ତାରେ ଯାଇ ନବୀନ ନିବାସ ପାଖରେ ପହଁଞ୍ଚିଯାଇଥିଲେ। ତେବେ ସେଠାରେ ମୁତୟନ ପୁରଷ…
Read More...
Read More...