Browsing Tag

MOHAN MAJHI

ଲୋକସେବା ଭବନରେ ସମସ୍ତ ଅଧିକାରୀ ଓ ଅଫିସରଙ୍କୁ ଭେଟି ବୈଠକ ନେଲେ ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପବିତ୍ର ରଥଯାତ୍ରା ପାଇଁ ଆଜି ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି। ବୈଠକରେ ରଥଯାତ୍ରା ପରିଚାଳନା ସମ୍ପର୍କରେ ବିସ୍ତୃତ ଆଲୋଚନା କରିବା ସହିତ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ମଧ୍ୟରେ ସହଯୋଗ, ସମନ୍ୱୟ ଓ ନିରନ୍ତର ଯୋଗାଯୋଗ…
Read More...

ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନଙ୍କୁ ରାଜ୍ୟବାସୀ ପାଳନ କରିବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ ।

ଅଧାହେଲା ମୁଖ୍ୟମନ୍ତ୍ରୀଙ୍କ କାରକେଡ୍‌ର ଗାଡି ସଂଖ୍ୟା । ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନଙ୍କୁ ରାଜ୍ୟବାସୀ ପାଳନ କରିବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ । ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଉତ୍ତେଜନା ପରିସ୍ଥିତି ଯୋଗୁଁ ଏବଂ ସମଗ୍ର ବିଶ୍ୱରେ ଦେଖାଦେଇଥିବା ତୈଳ ସଂକଟ ପାଇଁ ନିକଟରେ…
Read More...

ଓଡ଼ିଶାର ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍

ଦକ୍ଷିଣ ଏବଂ ପଶ୍ଚିମ ଓଡ଼ିଶାରେ ଯୋଗାଯୋଗ ବୃଦ୍ଧି କରିବା ପାଇଁ ଏକ ନୂତନ ଅମୃତ ଭାରତ ଏକ୍ସପ୍ରେସ ସେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ କୃତଜ୍ଞତା ଜଣାଇଛନ୍ତି। କୋଏମ୍ବାଟୁରର ପୋଡାନୁର ଜଙ୍କସନକୁ…
Read More...

ରାଜ୍ୟରେ 18 ମାସରେ ମହିଳାଙ୍କ ବିରୁଦ୍ଧରେ ଘଟିଥିବା ହିଂସା ଜନିତ ମାମଲା 48 ହଜାର 789

ରାଜ୍ୟରେ 18 ମାସରେ ମହିଳାଙ୍କ ବିରୁଦ୍ଧରେ ଘଟିଥିବା ହିଂସା ଜନିତ ମାମଲା 48 ହଜାର 789. ସେହିପରି 18 ମାସର ମହିଳା ବିରୋଧୀ ହିଂସାର ମାମଲା 48 ହଜାର 787. ରାଜ୍ୟରେ ମହିଳା, ଦଳିତ ମାନଙ୍କ ଉପରେ ଆକ୍ରମଣ ମହିଳାଙ୍କ ପ୍ରତି ଘଟିଥିବା ହିଂସା ସ୍ଥିର ରହିଛି. ସେହିଭଳି ଜାନୁଆରୀ 2023 ମସିହା ରୁ…
Read More...

ଅଭିଜିତଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ପରଲୋକରେ ଅଭିଜିତ ମଜୁମଦାର । ଭୁବନଶ୍ବେର ଏମସ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର  ମୃତ୍ୟୁ ଘଟିଛି । ଦୀର୍ଘ ଦିନ ଧରି ଚିକିତ୍ସିତ ହେଉଥିଲେ । ଶେଷରେ ତାଙ୍କ ଦେହାନ୍ତ ହୋଇଛି । ୫୪ ବର୍ଷ ବୟସରେ ଭୁବନେଶ୍ୱର ଏମ୍ସରେ ଅଭିଜିତ୍‌ଙ୍କ ଦେହାନ୍ତ । ଲିଭର୍ ଜନିତ ସମସ୍ୟା ପାଇଁ ଚିକିତ୍ସିତ…
Read More...

ଓଡିଶାରେ ପହଞ୍ଚିଲେ ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍

ଓଡିଶାରେ ପହଞ୍ଚିଲେ ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍। କଟକରେ ପରାକ୍ରମ ଦିବସ କାର୍ୟ୍ୟକ୍ରମରେ ହେବେ ସାମିଲ । ନେତାଜୀଙ୍କ ୧୨୯ ତମ ଜୟନ୍ତୀ ଅବସରରେ ବାସଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି ଉପରାଷ୍ଟ୍ରପତି । ଆଜି ଦେଶ ପାଳୁଛି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୯ତମ ଜନ୍ମ…
Read More...

୧୮୦୦ ଟଙ୍କା ବଦଳରେ ଏବେଠାରୁ ଗ୍ରାମରକ୍ଷୀ ପାଇବେ ୨୫୦୦ ଭତ୍ତା ।

ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀ ମାନଙ୍କ ପାଇଁ ଖୁସି ଖବର କାହିଁକି ନା ଏମାନଙ୍କ ବଢିଲା ମାସିକ ଭତ୍ତା । ଏଣିକି ୧୮ ଶହ ବଦଳରେ ଗ୍ରାମରକ୍ଷୀ ପାଇବେ ୨୫ ଶହ ଟଙ୍କା । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟର ଗ୍ରାମାଞ୍ଚଳରେ କାର‌୍ୟ୍ୟରତ ଗ୍ରାମରକ୍ଷୀ ମାନଙ୍କ ପାଇଁ ପୂର୍ବରୁ ପ୍ରଚଳିତ ଥିବା…
Read More...

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ନୂଆବର୍ଷ ଶୁଭେଚ୍ଛା ଜଣାଇବା ପାଇଁ କେହି ନ ଆସିବାକୁ ଅନୁରୋଧ

ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ନୂଆବର୍ଷ ଶୁଭେଚ୍ଛା ଜଣାଇବା ପାଇଁ କେହି ନ ଆସିବାକୁ ଅନୁରୋଧ | ଏଥିସହ ସରକାରୀ କର୍ମଚାରୀ ଅଫିସ ସମୟରେ ଶୁଭେଚ୍ଛା ଓ ଅଭିନନ୍ଦନ କାର୍ଯ୍ୟକ୍ରମରେ ସାମିଲ ନ ହୋଇ ଅଫିସ କାମ କରିବାକୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ | ଏଥିସହ…
Read More...

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ପତ୍ର ଲେଖି ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗ (ଓଏସସିବିସି)ର ତୁରନ୍ତ ପୁନର୍ଗଠନ ପାଇଁ ଅନୁରୋଧ କରିଛନ୍ତି । ସାମାଜିକ ନ୍ୟାୟ ପ୍ରଦାନ ଏବଂ ପଛୁଆ ବର୍ଗର ଲୋକଙ୍କ ଆଶା ଆକାଂକ୍ଷା ପୂରଣ…
Read More...

ଚାଷୀ ଆନ୍ଦୋଳନ ଓ ସମସ୍ୟା ନେଇ ମୋହନଙ୍କ ସହ କଥାହେଲେ ଧର୍ମେନ୍ଦ୍ର

ରାଜ୍ୟର ଚାଷୀକୂଳ ଅନେକ ଗୁଡିଏ ସମସ୍ୟା ଦେଇ ଗତି କରୁଥିବାବେଳେ ଏ ପ୍ରସଙ୍ଗରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ କଥା ହୋଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କାରଣ ରାଜ୍ୟରେ ଦୀର୍ଘ ଦିନ ଧରି ଖରିପ୍ ରୁତୁର ଧାନ ବିକ୍ରିକୁ ନେଇ ଚାଷୀ ସଙ୍ଗଠନ ପକ୍ଷରୁ ଆନେ୍ଦାଳନ…
Read More...