ଧୋନିଙ୍କ ପୁରୁଣା ଭିଡିଓ ଭାଇରାଲ
ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଖେଳାଳି ମହେନ୍ଦ୍ର ସିଂ ଧୋନି ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି । ମାହିଙ୍କ ଅନେକ ଭିଡିଓ ସୋସିଆଲ ମିଡିଆରେ ସବୁବେଳେ ଭାଇରଲ ହେଉଥିବା ଦେଖିବାକୁ ମିଳିଥାଏ । ନିକଟରେ ଧୋନିଙ୍କ ଏକ ପୁରୁଣା ଭିଡିଓ ସୋସିଆଲ ମିଡିଆରେ ଭାଇରଲ ହେବାରେ ଲାଗିଛି ।…
Read More...
Read More...