କମେଡିଆନ୍ ରାଜୁ ଶ୍ରୀବାସ୍ତବଙ୍କୁ ହାର୍ଟ ଆଟାକ୍
ମୁମ୍ବାଇ : ହାସ୍ୟାଭିନେତା ରାଜୁ ଶ୍ରୀବାସ୍ତବଙ୍କ ସ୍ୱାସ୍ଥ୍ୟବାସ୍ଥା ଠିକ ନାହିଁ । ହୃଦଘାତ କାରଣରୁ ତାଙ୍କୁ ଦିଲ୍ଲୀ ସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଛି । ତେବେ ସେ ଜିମରେ ୱାର୍କଆଉଟ କରୁଥିବା ବେଳେ ହଠାତ ତାଙ୍କର ହୃଦଘାତ ହୋଇଥିଲା । ପରେ ତୁରନ୍ତ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା।…
Read More...
Read More...