କ୍ଷେପଣାସ୍ତ୍ର ଆକ୍ରମଣ ପାଇଁ ଏୟାର ଇଣ୍ଡିଆ ବିମାନ ଗତିପଥ ବଦଳିଲା
ନୂଆଦିଲ୍ଲୀ : କ୍ଷେପଣାସ୍ତ୍ର ଆକ୍ରମଣ ପାଇଁ ଏୟାର ଇଣ୍ଡିଆ ବିମାନ ଗତିପଥ ବଦଳିଲା । ଦିଲ୍ଲୀରୁ ତେଲ ଆଭିଭ ଯାଉଥିବା ବିମାନ ଅବୁ ଧାବି ଅଭିମୁଖେ ଗଲା । ତେଲ ଆଭିଭ ନିକଟରେ କ୍ଷେପଣାସ୍ତ୍ର ଆକ୍ରମଣ ସୂଚନା ପାଇ ଅବୁ ଧାବି ଯାତ୍ରା କରିଥିବା ସୂଚନା ମିଳିଛି। ତେଲ ଆଭିଭରେ ଅବତରଣ କରିବାର ଘଣ୍ଟାଏ…
Read More...
Read More...