Browsing Tag

Narendra Modi

ଆବାସ ଦିବସ ପାଳନ କରିବେ ରାଜ୍ୟ ସରକାର

ଭୁବନେଶ୍ଵର: ଆବାସ ଦିବସ ପାଳନ କରିବେ ରାଜ୍ୟ ସରକାର। ପ୍ରତି ଜିଲ୍ଲା, ପୌରସଂସ୍ଥାରେ ଆୟୋଜନ ହେବ ସହରାଞ୍ଚଳ ପ୍ରଧାନମନ୍ତ୍ରୀ ଆବାସ ମେଳା। ଏନେଇ ସବୁ ଜିଲ୍ଲପାଳଙ୍କୁ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଚିଠି । ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ୧୭ ତାରିଖରୁ ୨ଟି ପର୍ଯ୍ୟାୟରେ…
Read More...

‘ମଣି’ ଭବିଷ୍ୟତରେ ସମଗ୍ର ଉତ୍ତର-ପୂର୍ବ ଅଞ୍ଚଳକୁ ଉଜ୍ଜ୍ୱଳ କରିବାର ପ୍ରତୀକ: ମୋଦି

ନୂଆଦିଲ୍ଲୀ: ମଣିପୁର ଚୁରାଚନ୍ଦପୁରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ । ମଣିପୁରର ସାହସ ଓ ବୀରତ୍ୱର ଭୂମି । ମୁଁ ମଣିପୁରର ଲୋକମାନଙ୍କର ଉତ୍ସାହକୁ ସଲାମ କରୁଛି । ପ୍ରବଳ ବର୍ଷା ସତ୍ତ୍ୱେ ଆପଣମାନେ ଏଠାକୁ ଆସିଛନ୍ତି, ସେଥିପାଇଁ ମୁଁ ଆପଣଙ୍କୁ ଧନ୍ୟବାଦ ଜଣାଉଛି । ମଣିପୁର ନାମରେ 'ମଣି'…
Read More...

ମଣିପୁର ହିଂସାକାଣ୍ଡର ୨୮ ମାସ ପରେ ପ୍ରଥମ ଥର ପାଇଁ ମଣିପୁର ଯିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ମଣିପୁର ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦି । ମଣିପୁର ହିଂସାକାଣ୍ଡ ପରେ ପ୍ରଧାନମନ୍ତ୍ରୀଙ୍କ ଏହା ପ୍ରଥମ ମଣିପୁର ଗସ୍ତ । ମିଜୋରାମର ପ୍ରଥମ ରେଲୱେ ଲାଇନର ଉଦଘାଟନ ପରେ ମଣିପୁର ଯିବେ ପ୍ରଧାନମନ୍ତ୍ରୀ । ଚୁରାଚନ୍ଦପୁର ଓ ଇମ୍ଫାଲ ଗସ୍ତ କରି ହିଂସା ପୀଡ଼ିତଙ୍କ ପରିବାରକୁ…
Read More...

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଆୟୋଜିତ ହେବ ‘ମୋଦି ଯୁବା ମାରାଥନ୍’

ଭୁବନେଶ୍ଵର: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଆୟୋଜିତ ହେବ 'ମୋଦି ଯୁବା ମାରାଥନ୍' । ଏନେଇ ସୂଚନା ଦେଇଛନ୍ତି ବିଜେପି ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡା । ଆସନ୍ତା ୨୧ ତାରିଖରେ ଭୁବନେଶ୍ବରରେ ଆୟୋଜିତ ହେବ ମାରାଥନ୍ । ସକାଳ ୬ଟା ୧୫ରେ କଳିଙ୍ଗ ଷ୍ଟାଡିୟମ୍‌ରୁ ଜନତା ମୈଦାନ ଯାଏଁ ହେବ…
Read More...

ଭାରତ-ଆମେରିକା ସଂପର୍କକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ବୟାନ

ନୂଆଦିଲ୍ଲୀ: ପୁଣି ରଙ୍ଗ ବଦଳାଇଲେ ଟ୍ରମ୍ପ୍ । ଭାରତ-ଆମେରିକା ସଂପର୍କକୁ ନେଇ ଡୋନାଲ୍ଡ ଟ୍ରମ୍ପ ଦେଲେ ବଡ଼ ବୟାନ । ଦୁଇ ଦେଶ ମଧ୍ୟରେ ଥିବା ସଂପର୍କକୁ ସ୍ବତନ୍ତ୍ର କହିଲେ ଟ୍ରମ୍ପ । 'ମୁଁ ସବୁବେଳେ ମୋଦିଙ୍କ ବନ୍ଧୁ ହୋଇ ରହିବି । ସେ ଜଣେ ମହାନ ପ୍ରଧାନମନ୍ତ୍ରୀ । କିନ୍ତୁ ରୁଷିଆ ସହ ଭାରତର…
Read More...

ରାଜନୀତିରେ ମୋ ମାଆର କୌଣସି ଭୂମିକା ନାହିଁ: ମୋଦି

ଭୁବନେଶ୍ଵର: ଗାଳି ରାଜନୀତିକୁ ସମାଲୋଚନା କଲେ ପ୍ରଧାନମନ୍ତ୍ରୀ ମୋଦି । ମୋ ମାଆଙ୍କୁ ବିରୋଧୀ ଗାଳିଦେଲେ, ତାଙ୍କର କଣ ଭୁଲ୍ ଥିଲା । କେବଳ ମୋ ମାଆ ନୁହେଁ, କଂଗ୍ରେସ ପ୍ରତ୍ୟେକ ମାଆକୁ ଗାଳି ଦେଇଛନ୍ତି । ଆଜି ମୁଁ ଯାହା ବି କିଛି ଅଛି, ସେଥିରେ ମୋ ମାଆର ଭୂମିକା ଗୁରୁତ୍ବପୂର୍ଣ୍ଣ । ଅନେକ…
Read More...

ଭାରତରେ ପୁଞ୍ଜି ନିବେଶ ପାଇଁ ବିଦେଶୀ କମ୍ପାନୀ ଆଗ୍ରହୀ: ମୋଦି

ନୂଆଦିଲ୍ଲୀ: ୫ ଦିନିଆ ଚୀନ-ଜାପାନ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି । ଟୋକିଓ ବିମାନ ବନ୍ଦରରେ ପହଞ୍ଚିବା ପରେ ମୋଦିଙ୍କୁ ପ୍ରବାସୀ ଭାରତୀୟଙ୍କ ପକ୍ଷରୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା ଦିଆଯାଇଥିଲା । ମୋଦିଙ୍କ ପାଇଁ ବିଶ୍ବରେ ଭାରତୀୟଙ୍କ ପରିଚୟ ବଦଳିଯାଇଛି । ବିଶ୍ବର ଏକ ବ୍ରାଣ୍ଡ କହି ମୋଦିଙ୍କୁ…
Read More...

ଜାପାନରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ଜାପାନର ଟୋକିଓରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଦିଙ୍କୁ ପ୍ରବାସୀ ଭାରତୀୟଙ୍କ ପକ୍ଷରୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା । ବିଶ୍ବର ଏକ ବ୍ରାଣ୍ଡ କହି ମୋଦିଙ୍କୁ ପ୍ରଶଂସା କଲେ ପ୍ରବାସୀ । ମୋଦିଙ୍କ ପାଇଁ ବିଶ୍ବରେ ଭାରତୀୟଙ୍କ ପରିଚୟ ବଦଳିଯାଇଛି । ୧୫ତମ…
Read More...

ଭାରତ ଉପରେ ପୁଣି ଟାରିଫ୍‌ ବଢ଼ାଇବା ପାଇଁ ଡୋନାଲ୍ଡ ଟ୍ରମ୍ପଙ୍କ ଘୋଷଣା

ନୂଆଦିଲ୍ଲୀ: ଭାରତ ଉପରେ ପୁଣି ଟାରିଫ୍‌ ବଢ଼ାଇବା ପାଇଁ ଡୋନାଲ୍ଡ ଟ୍ରମ୍ପଙ୍କ ଘୋଷଣା । ଭାରତ ଭଲ ବ୍ୟବସାୟିକ ପାର୍ଟନର ନୁହେଁ, ତେଣୁ ୨୪ ଘଣ୍ଟାରେ ପୁଣି ବଢ଼ିବ ଟାରିଫ ବୋଲି ଭାରତକୁ ଧମକ ଦେଇଛନ୍ତି ଡୋନାଲ୍ଡ ଟ୍ରମ୍ପ । ପୂର୍ବରୁ ଭାରତ ଉପରେ ୨୫% ଟାରିଫ୍‌ ଲଗାଇଛନ୍ତି ଟ୍ରମ୍ପ୍‌ । ତେବେ…
Read More...

ଆତଙ୍କବାଦୀଙ୍କୁ କଳ୍ପନାରୁ ବଡ଼ ଦଣ୍ଡ ମିଳିଛି: ପ୍ରଧାନମନ୍ତ୍ରୀ ମୋଦି !

ନୂଆଦିଲ୍ଲୀ: ସଂସଦରେ 'ଅପରେସନ୍ ସିନ୍ଦୂର' ବଡ଼ ବିତର୍କ। ଭରା ସଭାରେ କଂଗ୍ରେସକୁ ଧୋଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଅପରେସନ ସିନ୍ଦୂର’ ବିତର୍କରେ ସଂସଦରେ ଅଭିଭାଷଣ ରଖିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସଂସଦ ହେଉଛି ଭାରତର ଗୌରବ ଗାନ କରିବାର କ୍ଷେତ୍ର । ମୁଁ ଆଜି ଭାରତର ପକ୍ଷ…
Read More...