ଟେନିସ ଖେଳାଳି ନରେଶ କୁମାରଙ୍କ ପରଲୋକ
ନୂଆଦିଲ୍ଲୀ: ଭାରତୀୟ ଟେନିସ ଖେଳାଳି ନରେଶ କୁମାର (୯୬)ଙ୍କର ପରଲୋକ ହୋଇଯାଇଛି। ସେ କିଛି ଦିନ ହେଲା ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ଥିଲେ। ନରେଶ କୁମାର ୧୯୨୮ମସିହା ଡିସେମ୍ବର ୨୨ ତାରିଖ ଲାହୋରରେ ଜନ୍ମ ଗ୍ରହଣ କରିଥିଲେ। ସ୍ୱାଧୀନତା ପରେ ଭାରତର ପ୍ରମୁଖ ଟେନିସ ଖେଳାଳି ଭାବେ ପ୍ରତିଷ୍ଠା…
Read More...
Read More...