ବାମନଘାଟୀ ପ୍ରଶାସନ ତରଫରୁ ରାଇରଙ୍ଗପୁର ଠାରେ ୧୪ତମ ଜାତୀୟ ଭୋଟର ଦିବସ ପାଳିତ
ରାଇରଙ୍ଗପୁର/ ସତ୍ୟାନାରୟଣ ପାଲ : ଆଜି ବାମନଘାଟୀ ଉପଖଣ୍ଡ ପ୍ରଶାସନ ତରଫରୁ ଚତୁର୍ଦଶ ଜାତୀୟ ମତଦାତା ଦିବସ -୨୦୨୪ ପାଳିତ ହୋଇଯାଇଛି। ଏହି ଅବସରରେ ବାମନଘାଟି ଉପଜିଲ୍ଲପାଳ ଶ୍ରୀ ସରୋଜ କୁମାର ଦାଶ ଓ.ପ୍ର. ସେ.(ଏସ )ଙ୍କ ଅଧ୍ୟକ୍ଷତାରେ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ…
Read More...
Read More...