Browsing Tag

#naveen #odisha

ଜ୍ୟୋତି ବସୁଙ୍କ ରେକର୍ଡ ଭାଙ୍ଗିଲେ ନବୀନ : ସର୍ବାଧିକ କାଳ ସିଏମ୍‌ ପଦରେ ରହିବାରେ ଦେଶର ହେବେ ଦ୍ୱିତୀୟ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଉ ଏକ ନୂଆ ରେକର୍ଡ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଜ୍ୟୋତି ବସୁଙ୍କ ରେକର୍ଡ ଭାଙ୍ଗି ଦେଶର ଦ୍ୱିତୀୟ ସର୍ବାଧକ କାଳ ମୁଖ୍ୟମନ୍ତ୍ରୀ ହେଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ।  ଆସନ୍ତାକାଲି ସର୍ବାଧିକ କାଳ ସିଏମ୍‌ ପଦରେ ରହିବାରେ…
Read More...

ରେଙ୍ଗାଳି ବିସ୍ଥାପିତଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରେଙ୍ଗାଳି ବିସ୍ଥାପିତଙ୍କ ପାଇଁ ଘୋଷିତ କ୍ଷତିପୂରଣ ରାଶି ଓ ସ୍ଥାୟୀ ପଟ୍ଟା ପ୍ରଦାନ କରାଯିବା ସହ ଗ୍ରାମକୁ ‘ରାଜସ୍ୱ ଗ୍ରାମର ମାନ୍ୟତା ଦାବି କଲେ ଧର୍ମେନ୍ଦ୍ର । ରେଙ୍ଗାଳି ନଦୀବନ୍ଧ ଯୋଜନା ଦ୍ୱାରା…
Read More...