Browsing Tag

naveen patanaik

ବାରବାଟୀରେ ଟି- ଟ୍ୱେଣ୍ଟି ମ୍ୟାଚ ଦେଖିବାକୁ ମୁଖ୍ୟମନ୍ତ୍ରୀ କିଣିଲେ ପ୍ରଥମ ଟିକେଟ

ଭୁବନେଶ୍ୱର,୬/୬: ବାରବାଟୀରେ ଟି- ଟ୍ୱେଣ୍ଟି ମ୍ୟାଚ ଦେଖିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଟିକେଟ କିଣିଛନ୍ତି। ଓଡିଶା କ୍ରିକେଟ ଆସୋସିଏସନର ସଭାପତି ପଙ୍କଜ ଲୋଚନ ମହାନ୍ତି ଓ ସଂପାଦକ ସଞ୍ଜୟ ବେହେରା ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଏହି ଟିକେଟ ପ୍ରଦାନ କରିଛନ୍ତି ।…
Read More...

ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବେନେଶ୍ୱର: ଆଜି ହେଉଛି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ । ଏହି ଅବସରରେ ସମସ୍ତଙ୍କୁ ଆନ୍ତରିକତା ସହ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ଚଳିତ ବର୍ଷ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି ଓ ସମୃଦ୍ଧିର…
Read More...