Browsing Tag

Naveen Patnaik

ରାଜ୍ୟସଭା ପାଇଁ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତାଙ୍କ ନାମାଙ୍କନ, ମେଣ୍ଟ ଚର୍ଚ୍ଚା ନେଇ ମୁହଁ ଖୋଲିଲେ ନବୀନ

ଭୁବନେଶ୍ଵର: ଓଡ଼ିଶାର ରାଜ୍ୟସଭା ନିର୍ବାଚନ ପାଇଁ ଗୁରୁବାର ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ଵର ହୋତା ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହା ପରେ ନବୀନ ପଟ୍ଟନାୟକ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ନାମାଙ୍କନ ଭରିଥିବା ଦୁଇଜଣ ପ୍ରାର୍ଥୀଙ୍କୁ ସେ ସ୍ବାଗତ କରୁଛନ୍ତି। ଏହି ସମୟରେ ତାଙ୍କୁ…
Read More...

ଅଭିଜିତଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ପରଲୋକରେ ଅଭିଜିତ ମଜୁମଦାର । ଭୁବନଶ୍ବେର ଏମସ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର  ମୃତ୍ୟୁ ଘଟିଛି । ଦୀର୍ଘ ଦିନ ଧରି ଚିକିତ୍ସିତ ହେଉଥିଲେ । ଶେଷରେ ତାଙ୍କ ଦେହାନ୍ତ ହୋଇଛି । ୫୪ ବର୍ଷ ବୟସରେ ଭୁବନେଶ୍ୱର ଏମ୍ସରେ ଅଭିଜିତ୍‌ଙ୍କ ଦେହାନ୍ତ । ଲିଭର୍ ଜନିତ ସମସ୍ୟା ପାଇଁ ଚିକିତ୍ସିତ…
Read More...

ତେଜୁଛି ନବୀନ ପଟ୍ଟନାୟକଙ୍କ ବର୍ଦ୍ଧିତ ଦରମା ନ ନେବା ରାଜନୀତି, ମୁହଁ ଖୋଲିଲେ ବିଜେପି, କଂଗ୍ରେସ

ଭୁବନେଶ୍ଵର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବର୍ଦ୍ଧିତ ଦରମା ନ ନେବା ଘୋଷଣାକୁ ନେଇ ତେଜୁଛି ରାଜନୀତି । ନବୀନଙ୍କୁ ଆକ୍ଷେପ କରିଛନ୍ତି ଉଭୟ ବିଜେପି ଏବଂ କଂଗ୍ରେସ । ଟାର୍ଗେଟ୍ କରି ବିଜେପି ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର କହିଛନ୍ତି, ନବୀନ ବାବୁ ବହୁତ ଧନୀ ଲୋକ । ଏ ସବୁ ଡ୍ରାମା…
Read More...

ଗରିବଙ୍କ ପାଇଁ ବିନିଯୋଗ ହେଉ ମୋ ବର୍ଦ୍ଧିତ ଦରମା: ନବୀନ

ଭୁବନେଶ୍ଵର: ବର୍ଦ୍ଧିତ ଦରମା ନେବେନି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖି ଅବଗତ କଲେ ନବୀନ । ବର୍ଦ୍ଧିତ ଦରମା ଗରିବଙ୍କ ପାଇଁ ବିନିଯୋଗ କରିବାକୁ ଚିଠିରେ ଲେଖିଲେ ବିରୋଧି ଦଳ ନେତା । ୨୫ ବର୍ଷ ହେଲା ଓଡ଼ିଶାବାସୀଙ୍କ ସ୍ନେହ, ଶ୍ରଦ୍ଧା,…
Read More...

ଭଦ୍ରକରେ ଭୁଶୁଡ଼ୁଛି ବିଜେଡ଼ି ଗଡ଼, ବୈଠକ ଡାକିଲେ ବିଜେଡି ସୁପ୍ରୀମୋ

ଭୁବନେଶ୍ଵର: ଭଦ୍ରକରେ ଭୁଶୁଡ଼ୁଛି ବିଜେଡ଼ି ଗଡ଼ । ଗୋଟିଏ ପରେ ଗୋଟିଏ ବିଜେଡ଼ି ବ୍ଲକ୍ ଅଧ୍ୟକ୍ଷ ଓ ଅଧ୍ୟକ୍ଷାମାନେ ଦଳ ଛାଡ଼ୁଛନ୍ତି । ଏହା ପରେ ସମିତି ସଭ୍ୟମାନେ ମଧ୍ୟ ଏହି ଧାରାରେ ସାମିଲ ହୋଇଛନ୍ତି । ପ୍ରଥମେ ତିନି ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେବା ପରେ ଏବଂ ୫ ଜଣ ସମିତି ସଭ୍ୟ ଓ ବହୁ…
Read More...

ଖାଲି ଭୁବନେଶ୍ୱରରେ ରହି କହିଲେ ଆପଣମାନେ ଖୁସି ତ!: ମୁଖ୍ୟମନ୍ତ୍ରୀ

ନୂଆପଡ଼ା: ନୂଆପଡ଼ାର ଆଦିବାସୀ ଜନଜାତି ପ୍ରତି ଅବହେଳା ହୋଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଅଭୟାରଣ୍ୟ ଭିତରେ ଥିବା ସୁନାବେଡ଼ା ଗାଁରେ କହିଲେ ମୁଖ୍ୟମନ୍ତ୍ରୀ । ନବୀନ ବାବୁ ଆଦିବାସୀଙ୍କ ପ୍ରତି ଅବହେଳା କରିଛନ୍ତି । ଖାଲି ଭୁବନେଶ୍ୱରରେ ରହି କହିଲେ ଆପଣମାନେ ଖୁସି ତ । ବିରୋଧୀଦଳ ନେତା…
Read More...

ନୂଆପଡ଼ା ପାଇଁ ଷ୍ଟାର ପ୍ରଚାରକ ତାଲିକା ଜାରି କଲା ବିଜେଡି, ପ୍ରଥମେ ଅଛି ନବୀନଙ୍କ ନାଁ

ନୂଆପଡ଼ା: ନୂଆପଡ଼ା ପାଇଁ ଷ୍ଟାର ପ୍ରଚାରକ ତାଲିକା ଜାରି କଲା ବିଜେଡି । ନୂଆପଡା ପ୍ରଚାର ମୈଦାନରେ ବିଜେଡିର ମଙ୍ଗ ଧରିବେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ । ତାଲିକାରେ ନବୀନଙ୍କ ନାଁ ପ୍ରଥମେ ରହିଛି । ବିଜେଡି ଦଳର ବିଧାୟକ ଓ ବରିଷ୍ଠ ନେତାମାନେ ମଧ୍ୟ ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ…
Read More...

ପାପ ଧୋଇବାକୁ ବିଜେଡିକୁ ଲାଗିବ ୫ରୁ ୧୦ ବର୍ଷ: ସୌମ୍ୟରଞ୍ଜନ ପଟ୍ଟନାୟକ

ଭୁବନେଶ୍ଵର: ପୁଣି ପାଣ୍ଡିଆନଙ୍କୁ ଟାର୍ଗେଟ୍ କଲେ ସୌମ୍ୟରଞ୍ଜନ ପଟ୍ଟନାୟକ । ରୁବେନ ବାନାର୍ଜୀଙ୍କ ପୁସ୍ତକ 'ନବୀନ ପଟ୍ଟନାୟକ' ଉନ୍ମୋଚନ ଉତ୍ସବରେ ପାଣ୍ଡିଆନଙ୍କୁ ଟାର୍ଗେଟ୍ କରିଛନ୍ତି ସୌମ୍ୟରଞ୍ଜନ । ସୌମ୍ୟରଞ୍ଜନ କହିଛନ୍ତି, 5T ଅଧୀନରେ ହୋଇଥିବା ସମସ୍ତ ସ୍କୁଲ ଏବେ ସୁନ୍ଦର ଶୌଚାଳୟ…
Read More...

ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ, ଘରୋଇ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ଵର: ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ନବୀନ ଭର୍ତ୍ତି ହୋଇଥିବା ନେଇ ସୂଚନା ମିଳିଛି । ଅପରାହ୍ନ ୫ଟା ୧୫ରେ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି ନବୀନ । ଡିହାଇଡ୍ରେସନ୍‌ ଯୋଗୁଁ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିବା ନେଇ ସୂଚନା ।…
Read More...

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ଵର: ସୁସ୍ଥ ହେଲେ ବିଜେଡି ସୁପ୍ରିମୋ ତଥା ପୂର୍ବତ୍ତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ । ମୁମ୍ବାଇର କୋକିଳାବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରୁ ଡିସଚାର୍ଜ । ଡାକ୍ତରଙ୍କ ପରାମର୍ଶରେ ଆଉ କିଛି ଦିନ ମୁମ୍ବାଇରେ ରହିବେ । ସେଠାରେ…
Read More...