ମୁଖ୍ୟ ନିର୍ବାଚନ କମିଶନରଙ୍କ ଇସ୍ତଫା ଦାବି କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ନିର୍ବାଚନ କମିଶନଙ୍କ ସଦସ୍ୟମାନଙ୍କ ମଧ୍ୟରେ ଥିବା ମତଭେଦର ଖବରକୁ ଆଧାର କରି, ବିଜେଡି ସଭାପତି ତଥା ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କରିଛନ୍ତି। ଏଥିସହ ସେ ଭୋଟର ତାଲିକାର…
Read More...
Read More...