ବିଏମସି କାର୍ଯ୍ୟାଳୟରେ ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାକୁ ଦୃଢ଼ ନିନ୍ଦା କରିଛନ୍ତି ବିରୋଧି ଦଳ…
ଭୁବନେଶ୍ୱର-: ବିଏମସି କାର୍ଯ୍ୟାଳୟରେ ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାକୁ ନେଇ ଆରମ୍ଭ ହୋଇଯାଇଛି ତମ୍ବିତୋଫାନ୍ । ଏହି ଘଟଣାକୁ ସବୁ ମହଲରେ ନିନ୍ଦା କରାଯାଉଥିବା ବେଳେ ଦୃଢ଼ ନିନ୍ଦା କରିଛନ୍ତି ବିରୋଧି ଦଳ ନେତା ନବୀନ ପଟ୍ଟନାୟକ । ଏହି ଘଟଣାର ଭିଡିଓ ଦେଖି ସେ ମର୍ମାହତ…
Read More...
Read More...