Browsing Tag

Naveen Patnaik

ଖାଲି ଭୁବନେଶ୍ୱରରେ ରହି କହିଲେ ଆପଣମାନେ ଖୁସି ତ!: ମୁଖ୍ୟମନ୍ତ୍ରୀ

ନୂଆପଡ଼ା: ନୂଆପଡ଼ାର ଆଦିବାସୀ ଜନଜାତି ପ୍ରତି ଅବହେଳା ହୋଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଅଭୟାରଣ୍ୟ ଭିତରେ ଥିବା ସୁନାବେଡ଼ା ଗାଁରେ କହିଲେ ମୁଖ୍ୟମନ୍ତ୍ରୀ । ନବୀନ ବାବୁ ଆଦିବାସୀଙ୍କ ପ୍ରତି ଅବହେଳା କରିଛନ୍ତି । ଖାଲି ଭୁବନେଶ୍ୱରରେ ରହି କହିଲେ ଆପଣମାନେ ଖୁସି ତ । ବିରୋଧୀଦଳ ନେତା…
Read More...

ନୂଆପଡ଼ା ପାଇଁ ଷ୍ଟାର ପ୍ରଚାରକ ତାଲିକା ଜାରି କଲା ବିଜେଡି, ପ୍ରଥମେ ଅଛି ନବୀନଙ୍କ ନାଁ

ନୂଆପଡ଼ା: ନୂଆପଡ଼ା ପାଇଁ ଷ୍ଟାର ପ୍ରଚାରକ ତାଲିକା ଜାରି କଲା ବିଜେଡି । ନୂଆପଡା ପ୍ରଚାର ମୈଦାନରେ ବିଜେଡିର ମଙ୍ଗ ଧରିବେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ । ତାଲିକାରେ ନବୀନଙ୍କ ନାଁ ପ୍ରଥମେ ରହିଛି । ବିଜେଡି ଦଳର ବିଧାୟକ ଓ ବରିଷ୍ଠ ନେତାମାନେ ମଧ୍ୟ ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ…
Read More...

ପାପ ଧୋଇବାକୁ ବିଜେଡିକୁ ଲାଗିବ ୫ରୁ ୧୦ ବର୍ଷ: ସୌମ୍ୟରଞ୍ଜନ ପଟ୍ଟନାୟକ

ଭୁବନେଶ୍ଵର: ପୁଣି ପାଣ୍ଡିଆନଙ୍କୁ ଟାର୍ଗେଟ୍ କଲେ ସୌମ୍ୟରଞ୍ଜନ ପଟ୍ଟନାୟକ । ରୁବେନ ବାନାର୍ଜୀଙ୍କ ପୁସ୍ତକ 'ନବୀନ ପଟ୍ଟନାୟକ' ଉନ୍ମୋଚନ ଉତ୍ସବରେ ପାଣ୍ଡିଆନଙ୍କୁ ଟାର୍ଗେଟ୍ କରିଛନ୍ତି ସୌମ୍ୟରଞ୍ଜନ । ସୌମ୍ୟରଞ୍ଜନ କହିଛନ୍ତି, 5T ଅଧୀନରେ ହୋଇଥିବା ସମସ୍ତ ସ୍କୁଲ ଏବେ ସୁନ୍ଦର ଶୌଚାଳୟ…
Read More...

ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ, ଘରୋଇ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ଵର: ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ନବୀନ ଭର୍ତ୍ତି ହୋଇଥିବା ନେଇ ସୂଚନା ମିଳିଛି । ଅପରାହ୍ନ ୫ଟା ୧୫ରେ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି ନବୀନ । ଡିହାଇଡ୍ରେସନ୍‌ ଯୋଗୁଁ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିବା ନେଇ ସୂଚନା ।…
Read More...

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ଵର: ସୁସ୍ଥ ହେଲେ ବିଜେଡି ସୁପ୍ରିମୋ ତଥା ପୂର୍ବତ୍ତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ । ମୁମ୍ବାଇର କୋକିଳାବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରୁ ଡିସଚାର୍ଜ । ଡାକ୍ତରଙ୍କ ପରାମର୍ଶରେ ଆଉ କିଛି ଦିନ ମୁମ୍ବାଇରେ ରହିବେ । ସେଠାରେ…
Read More...

ହସ୍ପିଟାଲରୁ ଡିସଚାର୍ଜ ହେଲେ ବିରୋଧି ଦଳ ନେତା ନବୀନ ପଟ୍ଟନାୟକ

ମୁମ୍ବାଇ: ମୁମ୍ବାଇର କୋକିଲାବେନ ହସ୍ପିଟାଲରୁ ଡିସଚାର୍ଜ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସର୍ଭାଇକାଲ ଅର୍ଥାଇଟିସର ହୋଇଛି ସଫଳ ଅସ୍ତ୍ରୋପଚାର । ତେବେ ଡିସଚାର୍ଜ ହେବା ପରେ ସେ ସିଧା ସଳଖ ଦିଲ୍ଲୀ ଯିବେ । ଦିଲ୍ଲୀ ବାସ ଭବନରେ କିଛି ଦିନ ଆରାମ କରିବେ । ଭୁବନେଶ୍ବର ଆସିଲେ…
Read More...

ବିଏମସି କାର୍ଯ୍ୟାଳୟରେ ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାକୁ ଦୃଢ଼ ନିନ୍ଦା କରିଛନ୍ତି ବିରୋଧି ଦଳ…

ଭୁବନେଶ୍ୱର-: ବିଏମସି କାର୍ଯ୍ୟାଳୟରେ ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାକୁ ନେଇ ଆରମ୍ଭ ହୋଇଯାଇଛି ତମ୍ବିତୋଫାନ୍‌ । ଏହି ଘଟଣାକୁ ସବୁ ମହଲରେ ନିନ୍ଦା କରାଯାଉଥିବା ବେଳେ ଦୃଢ଼ ନିନ୍ଦା କରିଛନ୍ତି ବିରୋଧି ଦଳ ନେତା ନବୀନ ପଟ୍ଟନାୟକ । ଏହି ଘଟଣାର ଭିଡିଓ ଦେଖି ସେ ମର୍ମାହତ…
Read More...

ବିରୋଧୀ ଦଳ ନେତାଙ୍କୁ ଭେଟିଲେ ବିଜେଡିର ବରିଷ୍ଠ ନେତା

ଭୁବନେଶ୍ୱର-: ବମ୍ବେଠାରେ କୋକିଳାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ପୂର୍ବତନ ମୁଖ୍ୟମନ୍ତ୍ରୀ, ବିଜେଡିର ରାଜ୍ୟ ସଭାପତି ତଥା ବିରୋଧୀ ଦଳ ନେତା ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଚିକିତ୍ସାଧୀନ ଥିଲା ବେଳେ, ଆଜି  ତାଙ୍କୁ ବିଜେଡିର ବରିଷ୍ଠ ନେତାମାନେ ଭେଟିଛନ୍ତି । ପୂର୍ବତନ କେନ୍ଦ୍ରମନ୍ତ୍ରୀ…
Read More...

ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅସ୍ତ୍ରୋପଚାର ସଫଳ ହୋଇଛି

ଭୁବନେଶ୍ୱର-: ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅସ୍ତ୍ରୋପଚାର ସଫଳ ହୋଇଛି । ମୁମ୍ବାଇର କୋକିଲାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ସର୍ଭାଇକାଲ୍ ଆର୍ଥ୍ରାଇଟିସ୍‌ର ସଫଳ ଅସ୍ତ୍ରୋପଚାର ହୋଇଛି । ତାଙ୍କ ବ୍ୟକ୍ତିଗତ ସ୍ଵାସ୍ଥ୍ୟ ପରାମର୍ଶଦାତା ଡାକ୍ତର ରମାକାନ୍ତ…
Read More...

ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ ଦଳରୁ ଇସ୍ତଫା ଦେଇଛନ୍ତି

ଭୁବନେଶ୍ୱର-: ଓଡ଼ିଶାର ରାଜନୈତିକ ମହଲରେ ଏକ ବଡ଼ ଖବର ସାମ୍ନାକୁ ଆସିଛି । ବିଜେଡିକୁ ବଡ଼ ଝଟକା ଲାଗିଛି । କାରଣ ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ ଦଳରୁ ଇସ୍ତଫା ଦେଇଛନ୍ତି। ଏହା ଭଦ୍ରକ ଜିଲାରେ ବିଜେଡି ପାଇଁ ଏକ ବଡ଼ ଧକ୍କା ବୋଲି କୁହାଯାଉଛି ।…
Read More...